ବିଚାରକର୍ତ୍ତା 9:17 - ଓଡିଆ ବାଇବେଲ17 କାରଣ ମୋର ପିତା ତୁମ୍ଭମାନଙ୍କ ନିମନ୍ତେ ଯୁଦ୍ଧ କରିଥିଲେ ଓ ପ୍ରାଣପଣ କରି ମିଦୀୟନର ହସ୍ତରୁ ତୁମ୍ଭମାନଙ୍କୁ ରକ୍ଷା କରିଥିଲେ; Viz kapitolaପବିତ୍ର ବାଇବଲ (Re-edited) - (BSI)17 କାରଣ ମୋର ପିତା ତୁମ୍ଭମାନଙ୍କ ନିମନ୍ତେ ଯୁଦ୍ଧ କରିଥିଲେ ଓ ପ୍ରାଣପଣ କରି ମିଦିୟନର ହସ୍ତରୁ ତୁମ୍ଭମାନଙ୍କୁ ରକ୍ଷା କରିଥିଲେ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 କାରଣ ମୋର ପିତା ତୁମ୍ଭମାନଙ୍କ ନିମନ୍ତେ ଯୁଦ୍ଧ କରିଥିଲେ ଓ ପ୍ରାଣପଣ କରି ମିଦୀୟନର ହସ୍ତରୁ ତୁମ୍ଭମାନଙ୍କୁ ରକ୍ଷା କରିଥିଲେ; Viz kapitolaପବିତ୍ର ବାଇବଲ17 ତା'ପରେ ସେହି ବିଷୟରେ ଚିନ୍ତାକର, ମୋର ପିତା ତୁମ୍ଭମାନଙ୍କ ପାଇଁ ଯାହା କରିଥିଲେ। ମୋର ପିତା ତୁମ୍ଭମାନଙ୍କ ପାଇଁ ଯୁଦ୍ଧ କରିଥିଲେ। ସେ ତା’ ଜୀବନକୁ ବାଜି ଲଗାଇ ମିଦିୟନୀୟମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ରକ୍ଷା କରିଥିଲେ। Viz kapitola |