ବିଚାରକର୍ତ୍ତା 9:18 - ଓଡିଆ ବାଇବେଲ18 ମାତ୍ର ତୁମ୍ଭେମାନେ ଆଜି ମୋର ପିତୃଗୃହ ବିରୁଦ୍ଧରେ ଉଠିଅଛ ଓ ତାଙ୍କର ସତୁରି ପୁତ୍ରଙ୍କୁ ଏକ ପ୍ରସ୍ତର ଉପରେ ବଧ କରିଅଛ ଓ ତାଙ୍କ ଦାସୀପୁତ୍ର ଅବୀମେଲକ୍ ତୁମ୍ଭମାନଙ୍କ ଭାଇ ହେବା ସକାଶୁ ତାହାକୁ ଶିଖିମ ନିବାସୀ ଲୋକମାନଙ୍କ ଉପରେ ରାଜା କରିଅଛ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ମାତ୍ର ତୁମ୍ଭେମାନେ ଆଜି ମୋର ପିତୃଗୃହ ବିରୁଦ୍ଧରେ ଉଠିଅଛ ଓ ତାଙ୍କର ସତୁରି ପୁତ୍ରଙ୍କୁ ଏକ ପ୍ରସ୍ତର ଉପରେ ବଧ କରିଅଛ ଓ ତାଙ୍କ ଦାସୀପୁତ୍ର ଅବୀମେଲକ୍ ତୁମ୍ଭମାନଙ୍କ ଭାଇ ହେବା ସକାଶୁ ତାହାକୁ ଶିଖିମ ନିବାସୀ ଲୋକମାନଙ୍କ ଉପରେ ରାଜା କରିଅଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ମାତ୍ର ତୁମ୍ଭେମାନେ ଆଜି ମୋର ପିତୃଗୃହ ବିରୁଦ୍ଧରେ ଉଠିଅଛ ଓ ତାଙ୍କର ସତୁରି ପୁତ୍ରଙ୍କୁ ଏକ ପ୍ରସ୍ତର ଉପରେ ବଧ କରିଅଛ ଓ ତାଙ୍କ ଦାସୀପୁତ୍ର ଅବୀମେଲକ୍ ତୁମ୍ଭମାନଙ୍କ ଭାଇ ହେବା ସକାଶୁ ତାହାକୁ ଶିଖିମ ନିବାସୀ ଲୋକମାନଙ୍କ ଉପରେ ରାଜା କରିଅଛ। Viz kapitolaପବିତ୍ର ବାଇବଲ18 କିନ୍ତୁ ବର୍ତ୍ତମାନ ତୁମ୍ଭେମାନେ ମୋର ପିତାଙ୍କର ପରିବାର ବିରୁଦ୍ଧରେ ବିଦ୍ରୋହ କଲ। ତୁମ୍ଭେ ତାଙ୍କର ସତୁରି ପୁତ୍ରଙ୍କୁ ଗୋଟିଏ ପଥରରେ ହତ୍ୟା କଲ। ତୁମ୍ଭେମାନେ ଅବୀମେଲକକୁ ଶିଖିମ ଉପରେ ତୁମ୍ଭମାନଙ୍କର ରାଜା କରିଅଛ, ସେ ତୁମ୍ଭମାନଙ୍କର ସମ୍ପର୍କୀୟ। ସେ ହେଉଛି ମୋର ପିତାଙ୍କର ଦାସୀ ପୁତ୍ର। Viz kapitola |