Online Bible

- Reklamy -




ବିଚାରକର୍ତ୍ତା 9:23 - ଓଡିଆ ବାଇବେଲ

23 ପରମେଶ୍ୱର ଅବୀମେଲକ୍‍ ଓ ଶିଖିମ ନିବାସୀ ଲୋକମାନଙ୍କ ମଧ୍ୟରେ ମନ୍ଦ ଆତ୍ମା ପଠାଇଲେ, ତହିଁରେ ଶିଖିମ ନିବାସୀ ଲୋକମାନେ ଅବୀମେଲକ୍‍ ପ୍ରତି ବିଶ୍ୱାସଘାତକତା କଲେ,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ପୁଣି ଯିରୁବ୍ବାଲ୍ର ସତୁରି ପୁତ୍ରଙ୍କ ପ୍ରତି ନିଷ୍ଠୁରତାର ପ୍ରତିଫଳ ଯେପରି ଘଟେ ଓ ସେମାନଙ୍କୁ ବଧ କରିଥିଲା ଯେ ସେମାନଙ୍କ ଭାଇ ଅବୀମେଲକ୍, ତାହା ଉପରେ ଓ ଭ୍ରାତୃବଧରେ ତାହାର ସାହାଯ୍ୟକାରୀ ଶିଖିମ ନିବାସୀ ଲୋକଗଣ ଉପରେ ସେହି ରକ୍ତପାତର ଅପରାଧ ଯେପରି ବର୍ତ୍ତେ,

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ପରମେଶ୍ୱର ଅବୀମେଲକ୍‍ ଓ ଶିଖିମ ନିବାସୀ ଲୋକମାନଙ୍କ ମଧ୍ୟରେ ମନ୍ଦ ଆତ୍ମା ପଠାଇଲେ, ତହିଁରେ ଶିଖିମ ନିବାସୀ ଲୋକମାନେ ଅବୀମେଲକ୍‍ ପ୍ରତି ବିଶ୍ୱାସଘାତକତା କଲେ,

Viz kapitola kopírovat

ପବିତ୍ର ବାଇବଲ

23 ଅବୀମେଲକ୍ ଯିରୁବ୍ବା‌ଲ୍‌ଙ୍କର ସତୁରି ଜଣ ପୁତ୍ରଙ୍କୁ ହତ୍ୟା କଲେ, ଯେଉଁମାନେ ତାଙ୍କର ନିଜର ଭାଇ ଥିଲେ। ଶିଖିମର ନେତୃବର୍ଗ ଇସ୍ରାଏଲର ଭୁଲ୍ କାର୍ଯ୍ୟ କରିବାରେ ସମର୍ଥନ ଦେଲେ।

Viz kapitola kopírovat




ବିଚାରକର୍ତ୍ତା 9:23

Následuj nás:

Reklamy


Reklamy