Online Bible

- Reklamy -




ବିଚାରକର୍ତ୍ତା 9:27 - ଓଡିଆ ବାଇବେଲ

27 ଆଉ ସେମାନେ ଦ୍ରାକ୍ଷାକ୍ଷେତ୍ରକୁ ଯାଇ ଆପଣା ଆପଣା ଦ୍ରାକ୍ଷାଫଳ ସଂଗ୍ରହ କରି ଦଳିଲେ ଓ ଉତ୍ସବ କରି ଆପଣା ଦେବତାର ମନ୍ଦିରକୁ ଯାଇ ଭୋଜନପାନ କରି ଅବୀମେଲକ୍‍କୁ ଶାପ ଦେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ଆଉ ସେମାନେ କ୍ଷେତ୍ରକୁ ଯାଇ ଆପଣା ଆପଣା ଦ୍ରାକ୍ଷାଫଳ ସଂଗ୍ରହ କରି ଦଳିଲେ ଓ ଉତ୍ସବ କରି ଆପଣା ଦେବତାର ମନ୍ଦିରକୁ ଯାଇ ଭୋଜନପାନ କରି ଅବୀମେଲକ୍କୁ ଶାପ ଦେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଆଉ ସେମାନେ ଦ୍ରାକ୍ଷାକ୍ଷେତ୍ରକୁ ଯାଇ ଆପଣା ଆପଣା ଦ୍ରାକ୍ଷାଫଳ ସଂଗ୍ରହ କରି ଦଳିଲେ ଓ ଉତ୍ସବ କରି ଆପଣା ଦେବତାର ମନ୍ଦିରକୁ ଯାଇ ଭୋଜନପାନ କରି ଅବୀମେଲକ୍‍କୁ ଶାପ ଦେଲେ।

Viz kapitola kopírovat

ପବିତ୍ର ବାଇବଲ

27 ଶିଖିମର ଲୋକମାନେ ସେମାନଙ୍କର ନିଜ କ୍ଷେତ୍ରରୁ ଦ୍ରାକ୍ଷାଫଳ ତୋଳିଲେ। ଦ୍ରାକ୍ଷାରସ ତିଆରି କରିବାକୁ ଦ୍ରାକ୍ଷାଫଳକୁ ସେମାନେ ଚିପୁଡ଼ିଲେ। ତା'ପରେ ସେମାନେ ସେମାନଙ୍କ ଦେବତାଙ୍କର ମନ୍ଦିରକୁ ଉତ୍ସବ ପାଳନ କରିବାକୁ ଗଲେ। ସେଠାରେ ସେମାନେ ନୈଶ ଭୋଜନ ଓ ପାନ କଲେ ଓ ଅବୀମେଲକକୁ ଶାପ ଦେଲେ।

Viz kapitola kopírovat




ବିଚାରକର୍ତ୍ତା 9:27

Následuj nás:

Reklamy


Reklamy