Online Bible

- Reklamy -




ବିଚାରକର୍ତ୍ତା 9:28 - ଓଡିଆ ବାଇବେଲ

28 ତହିଁରେ ଏବଦର ପୁତ୍ର ଗାଲ୍‍ କହିଲା, ଅବୀମେଲକ୍‍ କିଏ ଓ ଶିଖିମ କିଏ ଯେ, ଆମ୍ଭେମାନେ ତାହାର ସେବା କରିବୁ ? ସେ କି ଯିରୁବ୍ବାଲ୍‍ର ପୁତ୍ର ନୁହେଁ ? ଓ ସବୂଲ୍‍ କି ତାହାର ସେନାପତି ନୁହେଁ ? ତୁମ୍ଭେମାନେ ଶିଖିମର ପିତା ହମୋରର ଲୋକମାନଙ୍କୁ ସେବା କର, ମାତ୍ର କାହିଁକି ଆମ୍ଭେମାନେ ତାହାର ସେବା କରିବୁ ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 ତହିଁରେ ଏବଦର ପୁତ୍ର ଗାଲ୍ କହିଲା, ଅବୀମେଲକ୍ କିଏ ଓ ଶିଖିମ କିଏ ଯେ, ଆମ୍ଭେମାନେ ତାହାର ସେବା କରିବୁ? ସେ କି ଯିରୁବ୍ବାଲ୍ର ପୁତ୍ର ନୁହେଁ? ଓ ସବୂଲ୍ କି ତାହାର ସେନାପତି ନୁହେଁ? ତୁମ୍ଭେମାନେ ଶିଖିମର ପିତା ହମୋରର ଲୋକମାନଙ୍କୁ ସେବା କର, ମାତ୍ର କିହେତୁ ଆମ୍ଭେମାନେ ତାହାର ସେବା କରିବୁ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ତହିଁରେ ଏବଦର ପୁତ୍ର ଗାଲ୍‍ କହିଲା, “ଅବୀମେଲକ୍‍ କିଏ ଓ ଶିଖିମ କିଏ ଯେ, ଆମ୍ଭେମାନେ ତାହାର ସେବା କରିବୁ? ସେ କି ଯିରୁବ୍ବାଲ୍‍ର ପୁତ୍ର ନୁହେଁ? ଓ ସବୂଲ୍‍ କି ତାହାର ସେନାପତି ନୁହେଁ? ତୁମ୍ଭେମାନେ ଶିଖିମର ପିତା ହମୋରର ଲୋକମାନଙ୍କୁ ସେବା କର, ମାତ୍ର କାହିଁକି ଆମ୍ଭେମାନେ ତାହାର ସେବା କରିବୁ?

Viz kapitola kopírovat

ପବିତ୍ର ବାଇବଲ

28 ଏଥିରେ ଏବଦର ପୁତ୍ର ଗାଲ୍ କହିଲା, “ଆମ୍ଭେ ହେଉଛୁ ଶିଖିମ ନିବାସୀ, ଆମ୍ଭେ କାହିଁକି ଅବୀମେଲକକୁ ମାନିବୁ? ସେ କିଏ? ଆମେ କାହିଁକି ତାକୁ ମାନିବା? ଏହା ସତ୍ୟ ଅବୀମେଲକ୍ ହେଇଛି ଯିରୁବ୍ବା‌ଲ୍‌ର ପୁତ୍ର, ନୁହେଁ କି? ଏବଂ ଅବୀମେଲକ୍ ସବୂଲକୁ ତା'ର ଅଧିକାରୀ କଲା, ନୁହେଁ କି? ଆମ୍ଭେ ଶିଖିମର ପିତା ହମୋରର ଲୋକମାନଙ୍କର ସେବା କରିବା ଉଚିତ୍। କିନ୍ତୁ ଆମ୍ଭେ କାହିଁକି ଅବୀମେଲକର ସେବା କରିବୁ?

Viz kapitola kopírovat




ବିଚାରକର୍ତ୍ତା 9:28

Následuj nás:

Reklamy


Reklamy