ବିଚାରକର୍ତ୍ତା 9:29 - ଓଡିଆ ବାଇବେଲ29 ଆଃ, ଏହି ଲୋକମାନେ ଯେବେ ମୋର ହସ୍ତଗତ ହୁଅନ୍ତେ ! ତେବେ ଆମ୍ଭେ ଅବୀମେଲକ୍କୁ ଦୂର କରି ଦିଅନ୍ତୁ। ପୁଣି ସେ ଅବୀମେଲକ୍କୁ ଲକ୍ଷ୍ୟ କରି କହିଲା, ତୁମ୍ଭେ ଆପଣା ସୈନ୍ୟ ବଢ଼ାଇ ବାହାରକୁ ଆସ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ଆଃ, ଏହି ଲୋକମାନେ ଯେବେ ମୋର ହସ୍ତଗତ ହୁଅନ୍ତେ ! ତେବେ ଆମ୍ଭେ ଅବୀମେଲକ୍କୁ ଦୂର କରି ଦିଅନ୍ତୁ। ପୁଣି ସେ ଅବୀମେଲକ୍କୁ ଲକ୍ଷ୍ୟ କରି କହିଲା, ତୁମ୍ଭେ ଆପଣା ସୈନ୍ୟ ବଢ଼ାଇ ବାହାରକୁ ଆସ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଆଃ, ଏହି ଲୋକମାନେ ଯେବେ ମୋର ହସ୍ତଗତ ହୁଅନ୍ତେ! ତେବେ ଆମ୍ଭେ ଅବୀମେଲକ୍କୁ ଦୂର କରି ଦିଅନ୍ତୁ।” ପୁଣି ସେ ଅବୀମେଲକ୍କୁ ଲକ୍ଷ୍ୟ କରି କହିଲା, “ତୁମ୍ଭେ ଆପଣା ସୈନ୍ୟ ବଢ଼ାଇ ବାହାରକୁ ଆସ।” Viz kapitolaପବିତ୍ର ବାଇବଲ29 ତୁମ୍ଭେ ଯଦି ମୋତେ ତୁମ୍ଭର ଆଦେଶକାରୀ କର, ମୁଁ ଅବୀମେଲକକୁ ବିନଷ୍ଟ କରିଥା’ନ୍ତି। ମୁଁ ତାଙ୍କୁ କହନ୍ତି, ‘ତୁମେ ତୁମ୍ଭର ସୈନ୍ୟକୁ ପ୍ରସ୍ତୁତ କର ଏବଂ ଯୁଦ୍ଧ କରିବାକୁ ବାହାରି ଆସ।’” Viz kapitola |