ବିଚାରକର୍ତ୍ତା 9:33 - ଓଡିଆ ବାଇବେଲ33 ପୁଣି ସକାଳେ ସୂର୍ଯ୍ୟୋଦୟ ହେବା ମାତ୍ର ଚଞ୍ଚଳ ଉଠି ନଗର ଆକ୍ରମଣ କରିବ; ତହିଁରେ ଦେଖ, ସେ ଓ ତାହାର ସଙ୍ଗୀ ଲୋକମାନେ ତୁମ୍ଭ ବିରୁଦ୍ଧରେ ବାହାର ହୋଇ ଆସିଲେ ତୁମ୍ଭ ଦ୍ୱାରା ଯେପରି ହେବ, ସେପରି କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)33 ପୁଣି ସକାଳେ ସୂର୍ଯ୍ୟୋଦୟ ହେବା ମାତ୍ର ଚଞ୍ଚଳ ଉଠି ନଗର ଆକ୍ରମଣ କରିବ; ତହିଁରେ ଦେଖ, ସେ ଓ ତାହାର ସଙ୍ଗୀ ଲୋକମାନେ ତୁମ୍ଭ ବିରୁଦ୍ଧରେ ବାହାର ହୋଇ ଆସିଲେ ତୁମ୍ଭ ଦ୍ଵାରା ଯେପରି ହେବ, ସେପରି କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ପୁଣି ସକାଳେ ସୂର୍ଯ୍ୟୋଦୟ ହେବାମାତ୍ର ଚଞ୍ଚଳ ଉଠି ନଗର ଆକ୍ରମଣ କରିବ; ତହିଁରେ ଦେଖ, ସେ ଓ ତାହାର ସଙ୍ଗୀ ଲୋକମାନେ ତୁମ୍ଭ ବିରୁଦ୍ଧରେ ବାହାର ହୋଇ ଆସିଲେ ତୁମ୍ଭ ଦ୍ୱାରା ଯେପରି ହେବ, ସେପରି କରିବ।” Viz kapitolaପବିତ୍ର ବାଇବଲ33 ଏହା ପରେ ଯେତେବେଳେ ପ୍ରଭାତ ହେବ, ନଗରକୁ ଆକ୍ରମଣ କର। ଗାଲ୍ ତା'ର ଲୋକମାନଙ୍କ ସହିତ ଯେତେବେଳେ ବାହାରି ଆସେ, ତୁମ୍ଭ ଦ୍ୱାରା ଯେପରି ହେବ ସେହିପରି କର।” Viz kapitola |