Online Bible

- Reklamy -




ବିଚାରକର୍ତ୍ତା 9:35 - ଓଡିଆ ବାଇବେଲ

35 ପୁଣି ଏବଦର ପୁତ୍ର ଗାଲ୍‍ ବାହାରେ ଯାଇ ନଗର ଦ୍ୱାର-ପ୍ରବେଶ ସ୍ଥାନରେ ଠିଆ ହେଲା; ଆଉ ଅବୀମେଲକ୍‍ ଓ ତାହାର ସଙ୍ଗୀ ଲୋକମାନେ ଛକିବା ସ୍ଥାନରୁ ଉଠିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

35 ପୁଣି ଏବଦର ପୁତ୍ର ଗାଲ୍ ବାହାରେ ଯାଇ ନଗର ଦ୍ଵାର-ପ୍ରବେଶ ସ୍ଥାନରେ ଠିଆ ହେଲା; ଆଉ ଅବୀମେଲକ୍ ଓ ତାହାର ସଙ୍ଗୀ ଲୋକମାନେ ଛକିବା ସ୍ଥାନରୁ ଉଠିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ପୁଣି ଏବଦର ପୁତ୍ର ଗାଲ୍‍ ବାହାରେ ଯାଇ ନଗରଦ୍ୱାର-ପ୍ରବେଶ ସ୍ଥାନରେ ଠିଆ ହେଲା; ଆଉ ଅବୀମେଲକ୍‍ ଓ ତାହାର ସଙ୍ଗୀ ଲୋକମାନେ ଛକିବା ସ୍ଥାନରୁ ଉଠିଲେ।

Viz kapitola kopírovat

ପବିତ୍ର ବାଇବଲ

35 ଏବଦର ପୁତ୍ର ଗାଲ୍ ବାହାରେ ଯାଇ ନଗର ପ୍ରବେଶ ଦ୍ୱାରରେ ଛିଡ଼ା ହେଲା ଓ ଅବୀମେଲକ୍ ଓ ତା'ର ଲୋକମାନେ ଲୁଚିଥିବା ସ୍ଥାନରୁ ବାହାରି ଆସିଲେ।

Viz kapitola kopírovat




ବିଚାରକର୍ତ୍ତା 9:35

Následuj nás:

Reklamy


Reklamy