Online Bible

- Reklamy -




ବିଚାରକର୍ତ୍ତା 9:45 - ଓଡିଆ ବାଇବେଲ

45 ପୁଣି ଅବୀମେଲକ୍‍ ସେହି ସାରାଦିନ ନଗର ବିରୁଦ୍ଧରେ ଯୁଦ୍ଧ କଲା ଓ ନଗର ହସ୍ତଗତ କରି ତହିଁ ମଧ୍ୟବର୍ତ୍ତୀ ଲୋକମାନଙ୍କୁ ବଧ କଲା; ପୁଣି ସେ ନଗରକୁ ସମଭୂମି କରି ତହିଁ ଉପରେ ଲବଣ ବୁଣିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

45 ପୁଣି ଅବୀମେଲକ୍ ସେହି ଦିନଯାକ ନଗର ବିରୁଦ୍ଧରେ ଯୁଦ୍ଧ କଲା ଓ ନଗର ହସ୍ତଗତ କରି ତହିଁ ମଧ୍ୟବର୍ତ୍ତୀ ଲୋକମାନଙ୍କୁ ବଧ କଲା; ପୁଣି ସେ ନଗରକୁ ସମଭୂମି କରି ତହିଁ ଉପରେ ଲବଣ ବୁଣିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

45 ପୁଣି ଅବୀମେଲକ୍‍ ସେହି ସାରାଦିନ ନଗର ବିରୁଦ୍ଧରେ ଯୁଦ୍ଧ କଲା ଓ ନଗର ହସ୍ତଗତ କରି ତହିଁ ମଧ୍ୟବର୍ତ୍ତୀ ଲୋକମାନଙ୍କୁ ବଧ କଲା; ପୁଣି ସେ ନଗରକୁ ସମଭୂମି କରି ତହିଁ ଉପରେ ଲବଣ ବୁଣିଲା।

Viz kapitola kopírovat

ପବିତ୍ର ବାଇବଲ

45 ଅବୀମେଲକ୍ ସେହି ଦିନ ଯାକ ନଗର ବିରୁଦ୍ଧରେ ଯୁଦ୍ଧ କଲେ ଓ ନଗର ହସ୍ତଗତ କରି ନଗରରେ ବସବାସ କରୁଥିବା ଲୋକମାନଙ୍କୁ ହତ୍ୟା କଲେ। ପୁଣି ସେ ନଗରକୁ ସମଭୂମି କରି ତହିଁ ଉପରେ ଲବଣ ଗ୍ଭଷ କଲେ।

Viz kapitola kopírovat




ବିଚାରକର୍ତ୍ତା 9:45

Následuj nás:

Reklamy


Reklamy