ବିଚାରକର୍ତ୍ତା 9:46 - ଓଡିଆ ବାଇବେଲ46 ଏଥିଉତ୍ତାରେ ଶିଖିମ ଗଡ଼ସ୍ଥିତ ଲୋକଗଣ ଏକଥା ଶୁଣି ଏଲ୍-ବରୀତ୍ ମନ୍ଦିରସ୍ଥିତ ଉଚ୍ଚ ଗୃହରେ ପ୍ରବେଶ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)46 ଅନନ୍ତର ଶିଖିମ ଗଡ଼ସ୍ଥିତ ଲୋକଗଣ ଏକଥା ଶୁଣି ଏଲ୍-ବରୀତ୍ ମନ୍ଦିରସ୍ଥିତ ଉଚ୍ଚ ଗୃହରେ ପ୍ରବେଶ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT46 ଏଥିଉତ୍ତାରେ ଶିଖିମ ଗଡ଼ସ୍ଥିତ ଲୋକଗଣ ଏ କଥା ଶୁଣି ଏଲ୍-ବରୀତ୍ ମନ୍ଦିରସ୍ଥିତ ଉଚ୍ଚ ଗୃହରେ ପ୍ରବେଶ କଲେ। Viz kapitolaପବିତ୍ର ବାଇବଲ46 ଶିଖିମର ଅଟ୍ଟାଳିକାର ମାଲିକମାନେ ଏବିଷୟରେ ଶୁଣିଲେ। ସେମାନେ ଏଲ୍ବରୀତ୍ ମନ୍ଦିରର ସବୁଠାରୁ ନିରାପଦ ସ୍ଥାନରେ ଏହା ଜାଣିବାକୁ ପାଇଲେ। Viz kapitola |