Online Bible

- Reklamy -




ବିଚାରକର୍ତ୍ତା 9:49 - ଓଡିଆ ବାଇବେଲ

49 ତହିଁରେ ସମସ୍ତ ଲୋକ ପ୍ରତ୍ୟେକେ ସେହିପରି ଏକ ଏକ ଡାଳ କାଟି ଅବୀମେଲକ୍‍ର ପଛେ ପଛେ ଯାଇ ସେହି ଉଚ୍ଚ ଗୃହ ପାଖରେ ରଖିଲେ ଓ ସେହି ଉଚ୍ଚ ଗୃହରେ ସେମାନଙ୍କ ଉପରେ ଅଗ୍ନି ଲଗାଇଲେ; ତେଣୁ ଶିଖିମ ଗଡ଼ର ସମସ୍ତ ଲୋକ ମଧ୍ୟ ମଲେ, ସେମାନେ ସ୍ତ୍ରୀପୁରୁଷ ଊଣାଧିକ ଏକ ହଜାର ଲୋକ ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

49 ତହିଁରେ ସମସ୍ତ ଲୋକ ପ୍ରତ୍ୟେକେ ସେହିପରି ଏକ ଏକ ଡାଳ କାଟି ଅବୀମେଲକ୍ର ପଛେ ପଛେ ଯାଇ ସେହି ଉଚ୍ଚ ଗୃହ ପାଖରେ ରଖିଲେ ଓ ସେହି ଉଚ୍ଚ ଗୃହରେ ସେମାନଙ୍କ ଉପରେ ଅଗ୍ନି ଲଗାଇଲେ; ତେଣୁ ଶିଖିମ ଗଡ଼ର ସମସ୍ତ ଲୋକ ମଧ୍ୟ ମଲେ, ସେମାନେ ସ୍ତ୍ରୀପୁରୁଷ ଊଣାଧିକ ଏକ ହଜାର ଲୋକ ଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

49 ତହିଁରେ ସମସ୍ତ ଲୋକ ପ୍ରତ୍ୟେକେ ସେହିପରି ଏକ ଏକ ଡାଳ କାଟି ଅବୀମେଲକ୍‍ର ପଛେ ପଛେ ଯାଇ ସେହି ଉଚ୍ଚ ଗୃହ ପାଖରେ ରଖିଲେ ଓ ସେହି ଉଚ୍ଚ ଗୃହରେ ସେମାନଙ୍କ ଉପରେ ଅଗ୍ନି ଲଗାଇଲେ; ତେଣୁ ଶିଖିମ ଗଡ଼ର ସମସ୍ତ ଲୋକ ମଧ୍ୟ ମଲେ, ସେମାନେ ସ୍ତ୍ରୀ ପୁରୁଷ ଊଣାଧିକ ଏକ ହଜାର ଲୋକ ଥିଲେ।

Viz kapitola kopírovat

ପବିତ୍ର ବାଇବଲ

49 ତେଣୁ ସମସ୍ତ ଲୋକମାନେ ଅବୀମେଲକକୁ ଅନୁସରଣ କଲେ ଓ ଏଲବେରିଥର ମନ୍ଦିର ସୁରକ୍ଷା କୋଠରୀ ସମ୍ମୁଖରେ ଶାଖାଗୁଡ଼ିକ ଗଦା କଲେ। ତା'ପରେ ସେମାନେ ଏହାକୁ ଅଗ୍ନି ସଂଯୋଗ କଲେ। ଏହି ପ୍ରକାରେ ଶିଖିମର ସମସ୍ତ ମାଲିକମାନେ ମୃତ୍ୟୁବରଣ କଲେ। ସେଠାରେ ପାଖାପାଖି 1,000 ପୁରୁଷ ଓ ସ୍ତ୍ରୀ ଥିଲେ।

Viz kapitola kopírovat




ବିଚାରକର୍ତ୍ତା 9:49

Následuj nás:

Reklamy


Reklamy