ବିଚାରକର୍ତ୍ତା 9:52 - ଓଡିଆ ବାଇବେଲ52 ତହୁଁ ଅବୀମେଲକ୍ ସେହି ଗଡ଼କୁ ଆସି ତହିଁ ବିରୁଦ୍ଧରେ ଯୁଦ୍ଧ କଲା ଓ ତାହା ଅଗ୍ନିରେ ଦଗ୍ଧ କରିବା ନିମନ୍ତେ ଗଡ଼ଦ୍ୱାରର ଅତି ନିକଟକୁ ଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)52 ତହୁଁ ଅବୀମେଲକ୍ ସେହି ଗଡ଼କୁ ଆସି ତହିଁ ବିରୁଦ୍ଧରେ ଯୁଦ୍ଧ କଲା ଓ ତାହା ଅଗ୍ନିରେ ଦଗ୍ଧ କରିବା ନିମନ୍ତେ ଗଡ଼ଦ୍ଵାରର ଅତି ନିକଟକୁ ଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT52 ତହୁଁ ଅବୀମେଲକ୍ ସେହି ଗଡ଼କୁ ଆସି ତହିଁ ବିରୁଦ୍ଧରେ ଯୁଦ୍ଧ କଲା ଓ ତାହା ଅଗ୍ନିରେ ଦଗ୍ଧ କରିବା ନିମନ୍ତେ ଗଡ଼ଦ୍ୱାରର ଅତି ନିକଟକୁ ଗଲା। Viz kapitolaପବିତ୍ର ବାଇବଲ52 ତେଣୁ ଅବୀମେଲକ୍ ସେହି ଗଡ଼ରେ ପହଞ୍ଚି ତା’ ବିରୁଦ୍ଧରେ ଯୁଦ୍ଧ କଲେ। ଏବଂ ତାକୁ ଅଗ୍ନିରେ ଦଗ୍ଧ କରିବା ପାଇଁ ସେ ଗଡ଼ର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ଗଲେ। Viz kapitola |