ଯିରିମୀୟ 11:11 - ଓଡିଆ ବାଇବେଲ11 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ସେମାନଙ୍କ ପ୍ରତି ଅମଙ୍ଗଳ ଘଟାଇବା, ସେମାନେ ତହିଁରୁ ରକ୍ଷା ପାଇ ପାରିବେ ନାହିଁ; ପୁଣି, ସେମାନେ ଆମ୍ଭ ନିକଟରେ ଆର୍ତ୍ତସ୍ୱର କରିବେ, ମାତ୍ର ଆମ୍ଭେ ସେମାନଙ୍କର କଥା ଶୁଣିବା ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କ ପ୍ରତି ଅମଙ୍ଗଳ ଘଟାଇବା, ସେମାନେ ତହିଁରୁ ରକ୍ଷା ପାଇ ପାରିବେ ନାହିଁ; ପୁଣି, ସେମାନେ ଆମ୍ଭ ନିକଟରେ ଆର୍ତ୍ତସ୍ଵର କରିବେ, ମାତ୍ର ଆମ୍ଭେ ସେମାନଙ୍କର କଥା ଶୁଣିବା ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କ ପ୍ରତି ଅମଙ୍ଗଳ ଘଟାଇବା, ସେମାନେ ତହିଁରୁ ରକ୍ଷା ପାଇ ପାରିବେ ନାହିଁ; ପୁଣି, ସେମାନେ ଆମ୍ଭ ନିକଟରେ ଆର୍ତ୍ତସ୍ୱର କରିବେ, ମାତ୍ର ଆମ୍ଭେ ସେମାନଙ୍କର କଥା ଶୁଣିବା ନାହିଁ। Viz kapitolaପବିତ୍ର ବାଇବଲ11 ଏଣୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ ଆମ୍ଭେ ସେମାନଙ୍କ ପ୍ରତି ଅମଙ୍ଗଳ ଘଟାଇବା। ସେମାନେ ସେଥିରୁ ରକ୍ଷା ପାଇପାରିବେ ନାହିଁ। ସେମାନେ ସାହାଯ୍ୟ ପାଇଁ ଆର୍ତ୍ତ ଚିତ୍କାର କଲେ ମଧ୍ୟ ଆମ୍ଭେ ସେମାନଙ୍କର କଥା ଶୁଣିବା ନାହିଁ। Viz kapitola |