ଯିରିମୀୟ 11:4 - ଓଡିଆ ବାଇବେଲ4 ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ମିସର ଦେଶରୁ, ଲୌହ ଅଗ୍ନିକୁଣ୍ଡରୁ, ବାହାର କରି ଆଣିବା ଦିନ ସେମାନଙ୍କୁ ଯାହା ଆଦେଶ କରି କହିଲୁ, Viz kapitolaପବିତ୍ର ବାଇବଲ (Re-edited) - (BSI)4 ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ମିସର ଦେଶରୁ, ଲୌହ ଅଗ୍ନିକୁଣ୍ତରୁ, ବାହାର କରି ଆଣିବା ଦିନ ସେମାନଙ୍କୁ ଯାହା ଆଦେଶ କରି କହିଲୁ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ମିସର ଦେଶରୁ, ଲୌହ ଅଗ୍ନିକୁଣ୍ଡରୁ, ବାହାର କରି ଆଣିବା ଦିନ ସେମାନଙ୍କୁ ଯାହା ଆଦେଶ କରି କହିଲୁ, Viz kapitolaପବିତ୍ର ବାଇବଲ4 ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିଶରରୁ ଯେତେବେଳେ ଆଣିଲୁ ତାହା ଏକ ଲୌହ ଅଗ୍ନିକୁଣ୍ଡ ସଦୃଶ ନାନା ଦୁଃଖ ଦୁର୍ବିପାକରେ ପୂର୍ଣ୍ଣ ଥିଲା।’ ସେତିକି ବେଳେ ସେମାନଙ୍କୁ ବାହାର କରି ଆଣି ଏହି ଆଦେଶ ଦେଇଥିଲୁ, ‘ତୁମ୍ଭେମାନେ ଆମ୍ଭର ଆଜ୍ଞା ପାଳନ କର। ତାହାହେଲେ ତୁମ୍ଭେମାନେ ଆମ୍ଭର ଲୋକ ହେବ ଓ ଆମ୍ଭେ ତୁମ୍ଭର ପରମେଶ୍ୱର ହେବା।’ Viz kapitola |