ଯିରିମୀୟ 12:3 - ଓଡିଆ ବାଇବେଲ3 ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋତେ ଜାଣୁଅଛ; ତୁମ୍ଭେ ମୋତେ ଦେଖୁଅଛ ଓ ତୁମ୍ଭ ପ୍ରତି ମୋର ମନ କିପରି, ତାହା ପରୀକ୍ଷା କରୁଅଛ; ତୁମ୍ଭେ ସେମାନଙ୍କୁ ହତ୍ୟା ନିମନ୍ତେ ମେଷଗଣ ତୁଲ୍ୟ ଟାଣି ଆଣ ଓ ହତ୍ୟା ଦିନର ନିମନ୍ତେ ସେମାନଙ୍କୁ ପ୍ରସ୍ତୁତ ରଖ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋତେ ଜାଣୁଅଛ; ତୁମ୍ଭେ ମୋତେ ଦେଖୁଅଛ ଓ ତୁମ୍ଭ ପ୍ରତି ମୋର ମନ କିପରି, ତାହା ପରୀକ୍ଷା କରୁଅଛ; ତୁମ୍ଭେ ସେମାନଙ୍କୁ ହତ୍ୟା ନିମନ୍ତେ ମେଷଗଣ ତୁଲ୍ୟ ଟାଣିଆଣ ଓ ହତ୍ୟା-ଦିନରଣ ନିମନ୍ତେ ସେମାନଙ୍କୁ ପ୍ରସ୍ତୁତ ରଖ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋତେ ଜାଣୁଅଛ; ତୁମ୍ଭେ ମୋତେ ଦେଖୁଅଛ ଓ ତୁମ୍ଭ ପ୍ରତି ମୋର ମନ କିପରି, ତାହା ପରୀକ୍ଷା କରୁଅଛ; ତୁମ୍ଭେ ସେମାନଙ୍କୁ ହତ୍ୟା ନିମନ୍ତେ ମେଷଗଣ ତୁଲ୍ୟ ଟାଣି ଆଣ ଓ ହତ୍ୟା ଦିନର ନିମନ୍ତେ ସେମାନଙ୍କୁ ପ୍ରସ୍ତୁତ ରଖ। Viz kapitolaପବିତ୍ର ବାଇବଲ3 ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋତେ ଜାଣୁଅଛ। ତୁମ୍ଭେ ମୋତେ ଦେଖୁଅଛ ଓ ମୋର ହୃଦୟ ପରୀକ୍ଷା କରି ମୋର ମନ କିପରି, ଜାଣୁଅଛ। ସେହି ମନ୍ଦ ଲୋକମାନଙ୍କୁ ହତ୍ୟା ନିମନ୍ତେ ମେଷଗଣ ତୁଲ୍ୟ ଟାଣି ନିଅ ଓ ହତ୍ୟା ଦିନରେ ସେମାନଙ୍କୁ ହତ୍ୟା ପାଇଁ ପ୍ରସ୍ତୁତ ରଖ। Viz kapitola |