ଯିରିମୀୟ 14:3 - ଓଡିଆ ବାଇବେଲ3 ପୁଣି, ସେମାନଙ୍କର କୁଳୀନମାନେ ଆପଣା ଆପଣା ଅଧୀନସ୍ଥ ଲୋକମାନଙ୍କୁ ଜଳ ପାଇଁ ପଠାନ୍ତି; ସେମାନେ ଗର୍ତ୍ତ ନିକଟକୁ ଆସି କିଛି ଜଳ ପାଆନ୍ତି ନାହିଁ; ସେମାନେ ଶୂନ୍ୟପାତ୍ର ଘେନି ଫେରି ଯାଆନ୍ତି; ସେମାନେ ଲଜ୍ଜିତ ଓ ଘାବରା ହୋଇ ଆପଣା ଆପଣା ମସ୍ତକ ଢାମ୍ପନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)3 ପୁଣି, ସେମାନଙ୍କର କୁଳୀନମାନେ ଆପଣା ଆପଣା ଅଧୀନସ୍ଥ ଲୋକମାନଙ୍କୁ ଜଳ ପାଇଁ ପଠାନ୍ତି; ସେମାନେ ଗର୍ତ୍ତ ନିକଟକୁ ଆସି କିଛି ଜଳ ପାଆନ୍ତି ନାହିଁ; ସେମାନେ ଶୂନ୍ୟପାତ୍ର ଘେନି ଫେରି ଯାଆନ୍ତି; ସେମାନେ ଲଜ୍ଜିତ ଓ ଘାବରା ହୋଇ ଆପଣା ଆପଣା ମସ୍ତକ ଢାମ୍ପନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ସେମାନଙ୍କର କୁଳୀନମାନେ ଆପଣା ଆପଣା ଅଧୀନସ୍ଥ ଲୋକମାନଙ୍କୁ ଜଳ ପାଇଁ ପଠାନ୍ତି; ସେମାନେ ଗର୍ତ୍ତ ନିକଟକୁ ଆସି କିଛି ଜଳ ପାଆନ୍ତି ନାହିଁ; ସେମାନେ ଶୂନ୍ୟପାତ୍ର ଘେନି ଫେରି ଯାଆନ୍ତି; ସେମାନେ ଲଜ୍ଜିତ ଓ ଘାବରା ହୋଇ ଆପଣା ଆପଣା ମସ୍ତକ ଢାମ୍ପନ୍ତି। Viz kapitolaପବିତ୍ର ବାଇବଲ3 ସେମାନଙ୍କର କୁଳୀନମାନେ ଆପଣା ଆପଣା ଅଧୀନସ୍ଥ ଲୋକମାନଙ୍କୁ ଜଳ ପାଇଁ ପଠାନ୍ତି। ସେମାନେ ଜଳାଶୟ ନିକଟକୁ ଯାଇ ଜଳ ପାଆନ୍ତି ନାହିଁ ଓ ଶୂନ୍ୟପାତ୍ର ଘେନି ଫେରି ଆସନ୍ତି। ସେମାନେ ଲଜ୍ଜିତ ଓ ଘବରା ହୋଇ ଆପଣା ଆପଣା ମସ୍ତକ ଢାଙ୍କନ୍ତି। Viz kapitola |