ଯିରିମୀୟ 15:20 - ଓଡିଆ ବାଇବେଲ20 ପୁଣି, ଆମ୍ଭେ ଏହି ଲୋକମାନଙ୍କ ନିକଟରେ ତୁମ୍ଭକୁ ପିତ୍ତଳର ଦୃଢ଼ ପ୍ରାଚୀରସ୍ୱରୂପ କରିବା; ସେମାନେ ତୁମ୍ଭ ସଙ୍ଗେ ଯୁଦ୍ଧ କରିବେ, ମାତ୍ର ତୁମ୍ଭକୁ ପରାଜୟ କରି ପାରିବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, “ତୁମ୍ଭକୁ ତ୍ରାଣ କରିବା ପାଇଁ ଓ ତୁମ୍ଭର ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ପୁଣି, ଆମ୍ଭେ ଏହି ଲୋକମାନଙ୍କ ନିକଟରେ ତୁମ୍ଭକୁ ପିତ୍ତଳର ଦୃଢ଼ ପ୍ରାଚୀର ସ୍ଵରୂପ କରିବା; ସେମାନେ ତୁମ୍ଭ ସଙ୍ଗେ ଯୁଦ୍ଧ କରିବେ, ମାତ୍ର ତୁମ୍ଭକୁ ପରାଜୟ କରି ପାରିବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ତ୍ରାଣ କରିବା ପାଇଁ ଓ ତୁମ୍ଭର ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପୁଣି, ଆମ୍ଭେ ଏହି ଲୋକମାନଙ୍କ ନିକଟରେ ତୁମ୍ଭକୁ ପିତ୍ତଳର ଦୃଢ଼ ପ୍ରାଚୀର ସ୍ୱରୂପ କରିବା; ସେମାନେ ତୁମ୍ଭ ସଙ୍ଗେ ଯୁଦ୍ଧ କରିବେ, ମାତ୍ର ତୁମ୍ଭକୁ ପରାଜୟ କରି ପାରିବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ତ୍ରାଣ କରିବା ପାଇଁ ଓ ତୁମ୍ଭର ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ। Viz kapitolaପବିତ୍ର ବାଇବଲ20 ପୁଣି ଆମ୍ଭେ ଏହି ଲୋକମାନଙ୍କ ନିକଟରେ ତୁମ୍ଭକୁ ପିତ୍ତଳର ଦୃଢ଼ ପ୍ରାଚୀର ସ୍ୱରୂପ କରିବା। ସେମାନେ ତୁମ୍ଭ ସହ ଯୁଦ୍ଧ କରିବେ, ମାତ୍ର ତୁମ୍ଭକୁ ପରାଜୟ କରି ପାରିବେ ନାହିଁ।” କାରଣ ସଦାପ୍ରଭୁ କହନ୍ତି, “ତୁମ୍ଭକୁ ସାହାଯ୍ୟ କରିବାକୁ ଓ ତୁମ୍ଭକୁ ଉଦ୍ଧାର କରିବାକୁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ। Viz kapitola |