ଯିରିମୀୟ 16:6 - ଓଡିଆ ବାଇବେଲ6 ଏହି ଦେଶରେ ମହାନ ଓ କ୍ଷୁଦ୍ର ଉଭୟ ଲୋକ ମରିବେ; ସେମାନଙ୍କୁ କବର ଦିଆଯିବ ନାହିଁ, ଅଥବା ଲୋକେ ସେମାନଙ୍କ ନିମନ୍ତେ ବିଳାପ କରିବେ ନାହିଁ, କିଅବା ସେମାନଙ୍କ ନିମନ୍ତେ ଆପଣା ଆପଣା ଅଙ୍ଗରେ ଅସ୍ତ୍ରାଘାତ ଅଥବା ମସ୍ତକ ମୁଣ୍ଡନ କରିବେ ନାହିଁ; Viz kapitolaପବିତ୍ର ବାଇବଲ (Re-edited) - (BSI)6 ଏହି ଦେଶରେ ମହାନ ଓ କ୍ଷୁଦ୍ର ଉଭୟ ଲୋକ ମରିବେ; ସେମାନଙ୍କୁ କବର ଦିଆଯିବ ନାହିଁ, ଅଥବା ଲୋକେ ସେମାନଙ୍କ ନିମନ୍ତେ ବିଳାପ କରିବେ ନାହିଁ, କିଅବା ସେମାନଙ୍କ ନିମନ୍ତେ ଆପଣା ଆପଣା ଅଙ୍ଗରେ ଅସ୍ତ୍ରାଘାତ ଅଥବା ମସ୍ତକ ମୁଣ୍ତନ କରିବେ ନାହିଁ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏହି ଦେଶରେ ମହାନ ଓ କ୍ଷୁଦ୍ର ଉଭୟ ଲୋକ ମରିବେ; ସେମାନଙ୍କୁ କବର ଦିଆଯିବ ନାହିଁ, ଅଥବା ଲୋକେ ସେମାନଙ୍କ ନିମନ୍ତେ ବିଳାପ କରିବେ ନାହିଁ, କିଅବା ସେମାନଙ୍କ ନିମନ୍ତେ ଆପଣା ଆପଣା ଅଙ୍ଗରେ ଅସ୍ତ୍ରାଘାତ ଅଥବା ମସ୍ତକ ମୁଣ୍ଡନ କରିବେ ନାହିଁ; Viz kapitolaପବିତ୍ର ବାଇବଲ6 “ଏହି ଦେଶରେ ଛୋଟଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତେ ମରିବେ। ସେମାନଙ୍କୁ କେହି କବର ଦେବେ ନାହିଁ କିଅବା ସେମାନଙ୍କ ପାଇଁ କେହି ବିଳାପ କରିବେ ନାହିଁ। ସେମାନଙ୍କ ପାଇଁ କେହି ଦୁଃଖରେ ଆପଣା ଶରୀରରେ ଅସ୍ତ୍ରାଘାତ ଓ ମସ୍ତକ ମୁଣ୍ଡନ କରିବେ ନାହିଁ। Viz kapitola |