ଯିରିମୀୟ 17:26 - ଓଡିଆ ବାଇବେଲ26 ପୁଣି, ଲୋକମାନେ ଯିହୁଦାର ନଗରସମୂହରୁ, ଯିରୂଶାଲମର ଚତୁର୍ଦ୍ଦିଗସ୍ଥିତ ଅଞ୍ଚଳରୁ, ବିନ୍ୟାମୀନ୍ ଦେଶରୁ ଓ ନିମ୍ନ ଭୂମିରୁ ଓ ପାର୍ବତୀୟ ଦେଶରୁ ଓ ଦକ୍ଷିଣ ଦେଶରୁ ହୋମବଳି, ନୈବେଦ୍ୟ ଓ କୁନ୍ଦୁରୁ ନେଇ, ଆଉ ପ୍ରଶଂସାର୍ଥକ ବଳି ଘେନି ସଦାପ୍ରଭୁଙ୍କ ଗୃହକୁ ଆସିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ପୁଣି, ଲୋକମାନେ ଯିହୁଦାର ନଗରସମୂହରୁ, ଯିରୂଶାଲମର ଚତୁର୍ଦ୍ଦିଗସ୍ଥିତ ଅଞ୍ଚଳରୁ, ବିନ୍ୟାମୀନ ଦେଶରୁ ଓ ନିମ୍ନଭୂମିରୁ ଓ ପାର୍ବତୀୟ ଦେଶରୁ ଓ ଦକ୍ଷିଣ ଦେଶରୁ ହୋମବଳି, ନୈବେଦ୍ୟ ଓ କୁନ୍ଦୁରୁ ନେଇ, ଆଉ ପ୍ରଶଂସାର୍ଥକ ବଳି ଘେନି ସଦାପ୍ରଭୁଙ୍କ ଗୃହକୁ ଆସିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ପୁଣି, ଲୋକମାନେ ଯିହୁଦାର ନଗରସମୂହରୁ, ଯିରୂଶାଲମର ଚତୁର୍ଦ୍ଦିଗସ୍ଥିତ ଅଞ୍ଚଳରୁ, ବିନ୍ୟାମୀନ୍ ଦେଶରୁ ଓ ନିମ୍ନ ଭୂମିରୁ ଓ ପାର୍ବତୀୟ ଦେଶରୁ ଓ ଦକ୍ଷିଣ ଦେଶରୁ ହୋମବଳି, ନୈବେଦ୍ୟ ଓ କୁନ୍ଦୁରୁ ନେଇ, ଆଉ ପ୍ରଶଂସାର୍ଥକ ବଳି ଘେନି ସଦାପ୍ରଭୁଙ୍କ ଗୃହକୁ ଆସିବେ। Viz kapitolaପବିତ୍ର ବାଇବଲ26 ପୁଣି ଲୋକମାନେ ଯିହୁଦାର ନଗର ସମୂହରୁ, ଯିରୁଶାଲମର ଚତୁର୍ଦ୍ଦିଗସ୍ଥିତ ଅଞ୍ଚଳରୁ, ବିନ୍ୟାମିନ ଦେଶରୁ ନିମ୍ନ ଭୂମିରୁ, ପାର୍ବତ୍ୟ ଦେଶରୁ ଓ ଦକ୍ଷିଣ ଦେଶରୁ ହୋମବଳି, ନୈବେଦ୍ୟ ଓ ସୁଗନ୍ଧି ଧୂପ ଆଉ ଧନ୍ୟବାଦାର୍ଥକ ବଳି ଘେନି ସଦାପ୍ରଭୁଙ୍କ ଗୃହକୁ ଆସିବେ। Viz kapitola |