ଯିରିମୀୟ 18:11 - ଓଡିଆ ବାଇବେଲ11 ଏନିମନ୍ତେ ଏବେ ତୁମ୍ଭେ ଯିହୁଦାର ଲୋକମାନଙ୍କ ଓ ଯିରୂଶାଲମ ନିବାସୀମାନଙ୍କ ନିକଟକୁ ଯାଇ କୁହ, ସଦାପ୍ରଭୁ ଏହି କଥା କହନ୍ତି; “ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ସଂକଳ୍ପ କରୁଅଛୁ; ଏବେ ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେର, ପୁଣି ଆପଣା ଆପଣା ପଥ ଓ ଆପଣା ଆପଣା କ୍ରିୟାର ଶୋଧନ କର।” Viz kapitolaପବିତ୍ର ବାଇବଲ (Re-edited) - (BSI)11 ଏନିମନ୍ତେ ଏବେ ତୁମ୍ଭେ ଯିହୁଦାର ଲୋକମାନଙ୍କ ଓ ଯିରୂଶାଲମ ନିବାସୀମାନଙ୍କ ନିକଟକୁ ଯାଇ କୁହ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ସଂକଳ୍ପ କରୁଅଛୁ; ଏବେ ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେର, ପୁଣି ଆପଣା ଆପଣା ପଥ ଓ ଆପଣା ଆପଣା କ୍ରିୟାର ଶୋଧନ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏନିମନ୍ତେ ଏବେ ତୁମ୍ଭେ ଯିହୁଦାର ଲୋକମାନଙ୍କ ଓ ଯିରୂଶାଲମ ନିବାସୀମାନଙ୍କ ନିକଟକୁ ଯାଇ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ସଂକଳ୍ପ କରୁଅଛୁ; ଏବେ ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେର, ପୁଣି ଆପଣା ଆପଣା ପଥ ଓ ଆପଣା ଆପଣା କ୍ରିୟାର ଶୋଧନ କର।’ Viz kapitolaପବିତ୍ର ବାଇବଲ11 “ହେ ଯିରିମିୟ, ତୁମ୍ଭେ ଯିହୁଦା ଓ ଯିରୁଶାଲମ ନିବାସୀଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି। ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ସଂକଳ୍ପ କରିଅଛୁ। ଏବେ ତୁମ୍ଭେମାନେ ପ୍ରତ୍ୟେକ ଆପଣା ଆପଣା କୁପଥରୁ ଫେର ଓ ଆପଣା ଆପଣା ପଥ ସଂଶୋଧନ କରି ସୁକର୍ମ କର।’ Viz kapitola |