ଯିରିମୀୟ 19:3 - ଓଡିଆ ବାଇବେଲ3 ଆଉ କୁହ, ‘ହେ ଯିହୁଦାର ରାଜାଗଣ ଓ ଯିରୂଶାଲମ ନିବାସୀମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ଦେଖ, ଆମ୍ଭେ ଏହି ସ୍ଥାନ ପ୍ରତି ଅମଙ୍ଗଳ ଘଟାଇବା,” ତାହା ଯେ ଶୁଣେ, ତାହାର କର୍ଣ୍ଣ ଶିହରି ଉଠିବ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଆଉ କୁହ, ହେ ଯିହୁଦାର ରାଜଗଣ ଓ ଯିରୂଶାଲମ ନିବାସୀମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ପ୍ରତି ଅମଙ୍ଗଳ ଘଟାଇବା, ତାହା ଯେ ଶୁଣେ, ତାହାର କର୍ଣ୍ଣ ଶିହରି ଉଠିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ କୁହ, ‘ହେ ଯିହୁଦାର ରାଜାଗଣ ଓ ଯିରୂଶାଲମ ନିବାସୀମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ପ୍ରତି ଅମଙ୍ଗଳ ଘଟାଇବା, ତାହା ଯେ ଶୁଣେ, ତାହାର କର୍ଣ୍ଣ ଶିହରି ଉଠିବ। Viz kapitolaପବିତ୍ର ବାଇବଲ3 ଆଉ କୁହ, ‘ହେ ଯିହୁଦାର ରାଜାଗଣ ଓ ଯିରୁଶାଲମ ନିବାସୀମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ। ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନକୁ ଦୁର୍ଦ୍ଦଶା ଆଣୁଅଛୁ। ତାହା ଯିଏ ଶୁଣିବ ସେ ଭୟରେ ଶିହରି ଉଠିବ। Viz kapitola |