ଯିରିମୀୟ 19:7 - ଓଡିଆ ବାଇବେଲ7 ପୁଣି, ଆମ୍ଭେ ଏହି ସ୍ଥାନରେ ଯିହୁଦାର ଓ ଯିରୂଶାଲମର ମନ୍ତ୍ରଣା ବ୍ୟର୍ଥ କରିବା; ପୁଣି, ସେମାନଙ୍କ ଶତ୍ରୁଗଣ ସମ୍ମୁଖରେ ଖଡ୍ଗ ଦ୍ୱାରା ଓ ସେମାନଙ୍କ ପ୍ରାଣ ଅନ୍ୱେଷଣକାରୀମାନଙ୍କ ହସ୍ତ ଦ୍ୱାରା ସେମାନଙ୍କୁ ନିପାତ କରିବା; ଆଉ, ଆମ୍ଭେ ଖେଚର ପକ୍ଷୀଗଣକୁ ଓ ଭୂଚର ପଶୁଗଣକୁ ସେମାନଙ୍କର ଶବ ଖାଦ୍ୟ ନିମନ୍ତେ ଦେବା। Viz kapitolaପବିତ୍ର ବାଇବଲ (Re-edited) - (BSI)7 ପୁଣି, ଆମ୍ଭେ ଏହି ସ୍ଥାନରେ ଯିହୁଦାର ଓ ଯିରୂଶାଲମର ମନ୍ତ୍ରଣା ବ୍ୟର୍ଥ କରିବା; ପୁଣି, ସେମାନଙ୍କ ଶତ୍ରୁଗଣ ସମ୍ମୁଖରେ ଖଡ଼୍ଗ ଦ୍ଵାରା ଓ ସେମାନଙ୍କ ପ୍ରାଣ ଅନ୍ଵେଷଣକାରୀମାନଙ୍କ ହସ୍ତ ଦ୍ଵାରା ସେମାନଙ୍କୁ ନିପାତ କରିବା; ଆଉ, ଆମ୍ଭେ ଖେଚର ପକ୍ଷୀଗଣକୁ ଓ ଭୂଚର ପଶୁଗଣକୁ ସେମାନଙ୍କର ଶବ ଖାଦ୍ୟ ନିମନ୍ତେ ଦେବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ଆମ୍ଭେ ଏହି ସ୍ଥାନରେ ଯିହୁଦାର ଓ ଯିରୂଶାଲମର ମନ୍ତ୍ରଣା ବ୍ୟର୍ଥ କରିବା; ପୁଣି, ସେମାନଙ୍କ ଶତ୍ରୁଗଣ ସମ୍ମୁଖରେ ଖଡ୍ଗ ଦ୍ୱାରା ଓ ସେମାନଙ୍କ ପ୍ରାଣ ଅନ୍ୱେଷଣକାରୀମାନଙ୍କ ହସ୍ତ ଦ୍ୱାରା ସେମାନଙ୍କୁ ନିପାତ କରିବା; ଆଉ, ଆମ୍ଭେ ଖେଚର ପକ୍ଷୀଗଣକୁ ଓ ଭୂଚର ପଶୁଗଣକୁ ସେମାନଙ୍କର ଶବ ଖାଦ୍ୟ ନିମନ୍ତେ ଦେବା। Viz kapitolaପବିତ୍ର ବାଇବଲ7 ପୁଣି ସେହି ସ୍ଥାନରେ ଆମ୍ଭେ ଯିହୁଦାର ଓ ଯିରୁଶାଲମର ସମସ୍ତ ସାଜସଜ୍ଜା ବ୍ୟର୍ଥ କରିବା। ତା'ପରେ ସେମାନଙ୍କୁ ସେମାନଙ୍କର ଶତ୍ରୁମାନଙ୍କର ଖଡ଼୍ଗରେ ଧ୍ୱଂସ ହେବାକୁ ଆମ୍ଭେ ଦେବା। ଆମ୍ଭେ ସେମାନଙ୍କର ଶବକୁ ପକ୍ଷୀମାନଙ୍କୁ ଓ ପଶୁମାନଙ୍କୁ ଖାଦ୍ୟ ରୂପେ ଦେବା। Viz kapitola |