ଯିରିମୀୟ 2:15 - ଓଡିଆ ବାଇବେଲ15 ଯୁବା ସିଂହମାନେ ତାହା ଉପରେ ଗର୍ଜ୍ଜନ ଓ ହୁଙ୍କାର କରିଅଛନ୍ତି ଓ ସେମାନେ ତାହାର ଦେଶ ଉଜାଡ଼ କରିଅଛନ୍ତି; ତାହାର ନଗରସବୁ ଦଗ୍ଧ ହୋଇ ନିବାସ ବିହୀନ ହୋଇଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଯୁବା ସିଂହମାନେ ତାହା ଉପରେ ଗର୍ଜନ ଓ ହୁଙ୍କାର କରିଅଛନ୍ତି ଓ ସେମାନେ ତାହାର ଦେଶ ଉଜାଡ଼ କରିଅଛନ୍ତି; ତାହାର ନଗରସବୁ ଦଗ୍ଧ ହୋଇ ନିବାସ-ବିହୀନ ହୋଇଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଯୁବା ସିଂହମାନେ ତାହା ଉପରେ ଗର୍ଜ୍ଜନ ଓ ହୁଙ୍କାର କରିଅଛନ୍ତି ଓ ସେମାନେ ତାହାର ଦେଶ ଉଜାଡ଼ କରିଅଛନ୍ତି; ତାହାର ନଗରସବୁ ଦଗ୍ଧ ହୋଇ ନିବାସବିହୀନ ହୋଇଅଛି। Viz kapitolaପବିତ୍ର ବାଇବଲ15 ଯୁବା ସିଂହମାନେ ତାହା ଉପରେ ଗର୍ଜନ ଓ ହୁଙ୍କାର କରିଅଛନ୍ତି। ସେମାନେ ତାହାର ଦେଶସବୁ ଧ୍ୱଂସ କରିଅଛନ୍ତି। ତାହାର ନଗରଗୁଡ଼ିକ ଦଗ୍ଧ କରିଅଛନ୍ତି ଓ ତାହାକୁ ଜନଶୂନ୍ୟ କରିଅଛନ୍ତି। Viz kapitola |