ଯିରିମୀୟ 2:29 - ଓଡିଆ ବାଇବେଲ29 “ତୁମ୍ଭେମାନେ କାହିଁକି ଆମ୍ଭ ସଙ୍ଗେ ବିବାଦ କରିବ ?” ସଦାପ୍ରଭୁ କହନ୍ତି, “ତୁମ୍ଭେ ସମସ୍ତେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛ।” Viz kapitolaପବିତ୍ର ବାଇବଲ (Re-edited) - (BSI)29 ତୁମ୍ଭେମାନେ କାହିଁକି ଆମ୍ଭ ସଙ୍ଗେ ବିବାଦ କରିବ? ସଦାପ୍ରଭୁ କହନ୍ତି, ତୁମ୍ଭେ ସମସ୍ତେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ତୁମ୍ଭେମାନେ କାହିଁକି ଆମ୍ଭ ସଙ୍ଗେ ବିବାଦ କରିବ? ସଦାପ୍ରଭୁ କହନ୍ତି, ତୁମ୍ଭେ ସମସ୍ତେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛ। Viz kapitolaପବିତ୍ର ବାଇବଲ29 “ତୁମ୍ଭେମାନେ କାହିଁକି ଆମ୍ଭ ସଙ୍ଗେ ବିବାଦ କରୁଅଛ? ତୁମ୍ଭେ ସମସ୍ତେ ଆମ୍ଭ ବିରୁଦ୍ଧରେ ପାପ କରିଅଛ।” ଏହା ସଦାପ୍ରଭୁ କହନ୍ତି। Viz kapitola |