ଯିରିମୀୟ 20:3 - ଓଡିଆ ବାଇବେଲ3 ପୁଣି, ତହିଁ ପରଦିନ ପଶ୍ହୂର ଯିରିମୀୟଙ୍କୁ ହରିକାଠରୁ ବାହାର କରି ଆଣିଲା। ତହିଁରେ ଯିରିମୀୟ ତାହାକୁ କହିଲେ, ସଦାପ୍ରଭୁ ତୁମ୍ଭର ନାମ ପଶ୍ହୂର ନ ରଖି, ମାଗୋରମୀଷାବୀବ୍ (ଚତୁର୍ଦ୍ଦିଗେ ଆଶଙ୍କା) ରଖିଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)3 ପୁଣି, ତହିଁ ପରଦିନ ପଶ୍ହୂର ଯିରିମୀୟଙ୍କୁ ହରିକାଠରୁ ବାହାର କରି ଆଣିଲା। ତହିଁରେ ଯିରିମୀୟ ତାହାକୁ କହିଲେ, ସଦାପ୍ରଭୁ ତୁମ୍ଭର ନାମ ପଶ୍ହୂର ନ ରଖି, ମାଗୋରମୀଷାବୀବ୍ (ଚତୁର୍ଦ୍ଦିଗେ ଆଶଙ୍କା) ରଖିଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ତହିଁ ପରଦିନ ପଶ୍ହୂର ଯିରିମୀୟଙ୍କୁ ହରିକାଠରୁ ବାହାର କରି ଆଣିଲା। ତହିଁରେ ଯିରିମୀୟ ତାହାକୁ କହିଲେ, “ସଦାପ୍ରଭୁ ତୁମ୍ଭର ନାମ ପଶ୍ହୂର ନ ରଖି, ମାଗୋରମୀଷାବୀବ୍ (ଚତୁର୍ଦ୍ଦିଗେ ଆଶଙ୍କା) ରଖିଅଛନ୍ତି। Viz kapitolaପବିତ୍ର ବାଇବଲ3 ତହିଁ ପରଦିନ ପଶ୍ହୂର ଯିରିମିୟଙ୍କୁ ହରିକାଠରୁ ବାହାର କରି ଆଣିଲା। ତା'ପରେ ଯିରିମିୟ ତାଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭର ନାମ ପଶ୍ହୂର ନ ରଖି ‘ମାଗୋର ମୀଷାବୀବ୍’ (ଚତୁର୍ଦ୍ଦିଗେ ଆଶଙ୍କା) ରଖି ଅଛନ୍ତି। Viz kapitola |