ଯିରିମୀୟ 20:4 - ଓଡିଆ ବାଇବେଲ4 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ତୁମ୍ଭକୁ, ତୁମ୍ଭ ପ୍ରତି ଓ ତୁମ୍ଭର ସମସ୍ତ ବନ୍ଧୁ ପ୍ରତି ଆଶଙ୍କାଜନକ କରିବା; ପୁଣି, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଖଡ୍ଗ ଦ୍ୱାରା ହତ ହେବେ ଓ ତୁମ୍ଭର ଚକ୍ଷୁ ତାହା ଦେଖିବ; ଆଉ, ଆମ୍ଭେ ସମୁଦାୟ ଯିହୁଦାକୁ ବାବିଲର ରାଜା ହସ୍ତରେ ସମର୍ପଣ କରିବା, ତହିଁରେ ସେ ସେମାନଙ୍କୁ ବନ୍ଦୀ କରି ବାବିଲକୁ ଘେନିଯାଇ ଖଡ୍ଗରେ ବଧ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)4 କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭକୁ, ତୁମ୍ଭ ପ୍ରତି ଓ ତୁମ୍ଭର ସମସ୍ତ ବନ୍ଧୁ ପ୍ରତି ଆଶଙ୍କାଜନକ କରିବା; ପୁଣି, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଖଡ଼୍ଗ ଦ୍ଵାରା ହତ ହେବେ ଓ ତୁମ୍ଭର ଚକ୍ଷୁ ତାହା ଦେଖିବ; ଆଉ, ଆମ୍ଭେ ସମୁଦାୟ ଯିହୁଦାକୁ ବାବିଲର ରାଜା ହସ୍ତରେ ସମର୍ପଣ କରିବା, ତହିଁରେ ସେ ସେମାନଙ୍କୁ ବନ୍ଦୀ କରି ବାବିଲକୁ ଘେନିଯାଇ ଖଡ଼୍ଗରେ ବଧ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭକୁ, ତୁମ୍ଭ ପ୍ରତି ଓ ତୁମ୍ଭର ସମସ୍ତ ବନ୍ଧୁ ପ୍ରତି ଆଶଙ୍କାଜନକ କରିବା; ପୁଣି, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଖଡ୍ଗ ଦ୍ୱାରା ହତ ହେବେ ଓ ତୁମ୍ଭର ଚକ୍ଷୁ ତାହା ଦେଖିବ; ଆଉ, ଆମ୍ଭେ ସମୁଦାୟ ଯିହୁଦାକୁ ବାବିଲର ରାଜା ହସ୍ତରେ ସମର୍ପଣ କରିବା, ତହିଁରେ ସେ ସେମାନଙ୍କୁ ବନ୍ଦୀ କରି ବାବିଲକୁ ଘେନିଯାଇ ଖଡ୍ଗରେ ବଧ କରିବ। Viz kapitolaପବିତ୍ର ବାଇବଲ4 କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ଏପରି ପରିସ୍ଥିତି ସୃଷ୍ଟି କରିବା ଯେ, ତୁମ୍ଭ ପାଇଁ ଯାହା ଘଟିବ, ସେଥିରେ ତୁମ୍ଭେ ଓ ତୁମ୍ଭର ସାଙ୍ଗମାନେ ଆତଙ୍କିତ ହେବେ। ଏବଂ ସେମାନେ ସେମାନଙ୍କର ଶତ୍ରୁଗଣର ଖଡ଼୍ଗରେ ନିହତ ହେବେ ଓ ତୁମ୍ଭର ଚକ୍ଷୁ ତାହା ଦେଖିବ। ଆଉ ଆମ୍ଭେ ଯିହୁଦାକୁ ବାବିଲର ରାଜା ହସ୍ତରେ ଦେବା, ତା'ପରେ ସେମାନଙ୍କୁ ବନ୍ଦୀ କରି ବାବିଲକୁ ନେଇଯିବା ଓ ସେମାନଙ୍କୁ ସେଠାରେ ହତ୍ୟା କରାଯିବ। Viz kapitola |