ଯିରିମୀୟ 22:12 - ଓଡିଆ ବାଇବେଲ12 “ସେ ଏହି ସ୍ଥାନକୁ ଆଉ ଫେରି ଆସିବ ନାହିଁ; ମାତ୍ର ସେ ଯେଉଁ ସ୍ଥାନକୁ ବନ୍ଦୀତ୍ୱ ଅବସ୍ଥାରେ ନୀତ ହୋଇଅଛି, ସେହି ସ୍ଥାନରେ ମରିବ ଓ ସେ ଏହି ଦେଶ ଆଉ ଦେଖିବ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)12 ସେ ଏହି ସ୍ଥାନକୁ ଆଉ ଫେରି ଆସିବ ନାହିଁ; ମାତ୍ର ସେ ଯେଉଁ ସ୍ଥାନକୁ ବନ୍ଦୀତ୍ଵ ଅବସ୍ଥାରେ ନୀତ ହୋଇଅଛି, ସେହି ସ୍ଥାନରେ ମରିବ ଓ ସେ ଏହି ଦେଶ ଆଉ ଦେଖିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 “ସେ ଏହି ସ୍ଥାନକୁ ଆଉ ଫେରି ଆସିବ ନାହିଁ; ମାତ୍ର ସେ ଯେଉଁ ସ୍ଥାନକୁ ବନ୍ଦୀତ୍ୱ ଅବସ୍ଥାରେ ନୀତ ହୋଇଅଛି, ସେହି ସ୍ଥାନରେ ମରିବ ଓ ସେ ଏହି ଦେଶ ଆଉ ଦେଖିବ ନାହିଁ।” Viz kapitolaପବିତ୍ର ବାଇବଲ12 ଯିହୋୟାସ୍ (ଶଲ୍ଲମ୍) ବନ୍ଦୀତ୍ୱ ଅବସ୍ଥାରେ ଯେଉଁ ସ୍ଥାନକୁ ନୀତ ହୋଇଛି ସେ ସେହି ସ୍ଥାନରେ ମରିବ। ସେ ଆଉ ଏହି ଦେଶ ଦେଖି ପାରିବ ନାହିଁ।” Viz kapitola |