ଯିରିମୀୟ 22:3 - ଓଡିଆ ବାଇବେଲ3 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ନ୍ୟାୟବିଚାର ଓ ଧାର୍ମିକତା ବ୍ୟବହାର କର ଓ ଲୁଟିତ ଲୋକକୁ ଉପଦ୍ରବୀର ହସ୍ତରୁ ଉଦ୍ଧାର କର; ପୁଣି, ବିଦେଶୀ, ପିତୃହୀନ ଓ ବିଧବା ପ୍ରତି କୌଣସି ଅନ୍ୟାୟ ଓ ଉପଦ୍ରବ କର ନାହିଁ, କିଅବା ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ କର ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ନ୍ୟାୟବିଚାର ଓ ଧାର୍ମିକତା ବ୍ୟବହାର କର ଓ ଲୁଟିତ ଲୋକକୁ ଉପଦ୍ରବୀର ହସ୍ତରୁ ଉଦ୍ଧାର କର; ପୁଣି, ବିଦେଶୀ, ପିତୃହୀନ ଓ ବିଧବା ପ୍ରତି କୌଣସି ଅନ୍ୟାୟ ଓ ଉପଦ୍ରବ କର ନାହିଁ, କିଅବା ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ କର ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ନ୍ୟାୟବିଚାର ଓ ଧାର୍ମିକତା ବ୍ୟବହାର କର ଓ ଲୁଟିତ ଲୋକକୁ ଉପଦ୍ରବୀର ହସ୍ତରୁ ଉଦ୍ଧାର କର; ପୁଣି, ବିଦେଶୀ, ପିତୃହୀନ ଓ ବିଧବା ପ୍ରତି କୌଣସି ଅନ୍ୟାୟ ଓ ଉପଦ୍ରବ କର ନାହିଁ, କିଅବା ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ କର ନାହିଁ। Viz kapitolaପବିତ୍ର ବାଇବଲ3 ସଦାପ୍ରଭୁ କହନ୍ତି, ନ୍ୟାୟ ବିବେଚନା କର ଏବଂ ଯାହା ଠିକ୍ ତାହା କର। ଲୁଣ୍ଠିତ ଲୋକକୁ ଉପଦ୍ରବକାରୀଠାରୁ ଉଦ୍ଧାର କର। ପୁଣି ବିଦେଶୀ, ପିତୃହୀନ ଓ ବିଧବା ପ୍ରତି କୌଣସି ଅନ୍ୟାୟ ବା ଉପଦ୍ରବ କର ନାହିଁ କି ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ କର ନାହିଁ। Viz kapitola |