ଯିରିମୀୟ 22:8 - ଓଡିଆ ବାଇବେଲ8 ଆଉ, ଅନେକ ଦେଶୀୟ ଲୋକ ଏହି ନଗର ନିକଟ ଦେଇ ଗତାୟାତ କରୁ କରୁ ପ୍ରତ୍ୟେକେ, ଆପଣା ଆପଣା ସଙ୍ଗୀକୁ କହିବେ, “ସଦାପ୍ରଭୁ କି ନିମନ୍ତେ ଏହି ବୃହତ ନଗରକୁ ଏପରି କଲେ ?” Viz kapitolaପବିତ୍ର ବାଇବଲ (Re-edited) - (BSI)8 ଆଉ, ଅନେକ ଦେଶୀୟ ଲୋକ ଏହି ନଗର ନିକଟ ଦେଇ ଗତାୟାତ କରୁ କରୁ ପ୍ରତ୍ୟେକେ, ଆପଣା ଆପଣା ସଙ୍ଗୀକି କହିବେ, ସଦାପ୍ରଭୁ କି ନିମନ୍ତେ ଏହି ବୃହତ ନଗରକୁ ଏପରି କଲେ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ, ଅନେକ ଦେଶୀୟ ଲୋକ ଏହି ନଗର ନିକଟ ଦେଇ ଗତାୟାତ କରୁ କରୁ ପ୍ରତ୍ୟେକେ, ଆପଣା ଆପଣା ସଙ୍ଗୀକୁ କହିବେ, ‘ସଦାପ୍ରଭୁ କି ନିମନ୍ତେ ଏହି ବୃହତ ନଗରକୁ ଏପରି କଲେ?’ Viz kapitolaପବିତ୍ର ବାଇବଲ8 “ଆଉ ଦେଶୀୟମାନେ ଏହି ନଗର ଦେଇ ଗଲାବେଳେ ପ୍ରତ୍ୟେକ ଆପଣା ଆପଣା ସଙ୍ଗୀକି ପଗ୍ଭରିବେ, ‘ସଦାପ୍ରଭୁ କେଉଁଥିପାଇଁ ଏହି ବିଶାଳ ଯିରୁଶାଲମ ନଗରକୁ ଏପରି କଲେ?’ Viz kapitola |