ଯିରିମୀୟ 23:10 - ଓଡିଆ ବାଇବେଲ10 କାରଣ ଦେଶ ବ୍ୟଭିଚାରୀଗଣରେ ପରିପୂର୍ଣ୍ଣ ଓ ଅଭିଶାପ ସକାଶୁ ଦେଶ ଶୋକ କରୁଅଛି; ପ୍ରାନ୍ତରସ୍ଥ ଚରାସ୍ଥାନସବୁ ଶୁଷ୍କ ହୋଇଅଛି ଓ ଲୋକମାନଙ୍କର ବ୍ୟବହାର ମନ୍ଦ, ଆଉ ସେମାନଙ୍କର ପରାକ୍ରମ ନ୍ୟାୟସଙ୍ଗତ ନୁହେଁ। Viz kapitolaପବିତ୍ର ବାଇବଲ (Re-edited) - (BSI)10 କାରଣ ଦେଖ, ବ୍ୟଭିଚାରୀଗଣରେ ପରିପୂର୍ଣ୍ଣ ଓ ଅଭିଶାପ ସକାଶୁ ଦେଶ ଶୋକ କରୁଅଛି; ପ୍ରାନ୍ତରସ୍ଥ ଚରାସ୍ଥାନସବୁ ଶୁଷ୍କ ହୋଇଅଛି ଓ ଲୋକମାନଙ୍କର ବ୍ୟବହାର ମନ୍ଦ, ଆଉ ସେମାନଙ୍କର ପରାକ୍ରମ ନ୍ୟାୟ-ସଙ୍ଗତ ନୁହେଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 କାରଣ ଦେଶ ବ୍ୟଭିଚାରୀଗଣରେ ପରିପୂର୍ଣ୍ଣ ଓ ଅଭିଶାପ ସକାଶୁ ଦେଶ ଶୋକ କରୁଅଛି; ପ୍ରାନ୍ତରସ୍ଥ ଚରାସ୍ଥାନସବୁ ଶୁଷ୍କ ହୋଇଅଛି ଓ ଲୋକମାନଙ୍କର ବ୍ୟବହାର ମନ୍ଦ, ଆଉ ସେମାନଙ୍କର ପରାକ୍ରମ ନ୍ୟାୟସଙ୍ଗତ ନୁହେଁ। Viz kapitolaପବିତ୍ର ବାଇବଲ10 କାରଣ ଯିହୁଦା ପାପୀ ଓ ବ୍ୟଭିଗ୍ଭରୀମାନଙ୍କର ପରିପୂର୍ଣ୍ଣ। ସେମାନେ ବହୁ ଭାବରେ ଅବିଶ୍ୱସ୍ତ ହୋଇଛନ୍ତି। ସଦାପ୍ରଭୁଙ୍କର ଅଭିଶାପ ଯୋଗୁଁ ପ୍ରାନ୍ତରସ୍ଥ ଗ୍ଭରଣଭୂମି ଶୁଷ୍କ ହୋଇଅଛି। ଦେଶ ଶୋକ କରୁଅଛି। ଭବିଷ୍ୟଦ୍ବକ୍ତାଙ୍କର ବ୍ୟବହାର ଓ ପରାକ୍ରମ ନ୍ୟାୟସଙ୍ଗତ ନୁହେଁ। Viz kapitola |