ଯିରିମୀୟ 23:26 - ଓଡିଆ ବାଇବେଲ26 ଯେଉଁ ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ଅର୍ଥାତ୍, ଯେଉଁମାନେ ନିଜ ଅନ୍ତଃକରଣର କପଟତାର ଭବିଷ୍ୟଦ୍ବକ୍ତା ଅଟନ୍ତି, ସେମାନଙ୍କ ଅନ୍ତଃକରଣରେ ଏହା କେତେ କାଳ ଥିବ ? Viz kapitolaପବିତ୍ର ବାଇବଲ (Re-edited) - (BSI)26 ଯେଉଁ ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍-ବାକ୍ୟ ପ୍ରଚାର କରନ୍ତି, ଅର୍ଥାତ୍, ଯେଉଁମାନେ ନିଜ ଅନ୍ତଃକରଣର କାପଟ୍ୟର ଭବିଷ୍ୟଦ୍ବକ୍ତା ଅଟନ୍ତି, ସେମାନଙ୍କ ଅନ୍ତଃକରଣରେ ଏହା କେତେକାଳ ଥିବ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଯେଉଁ ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ଅର୍ଥାତ୍, ଯେଉଁମାନେ ନିଜ ଅନ୍ତଃକରଣର କପଟତାର ଭବିଷ୍ୟଦ୍ବକ୍ତା ଅଟନ୍ତି, ସେମାନଙ୍କ ଅନ୍ତଃକରଣରେ ଏହା କେତେ କାଳ ଥିବ? Viz kapitolaପବିତ୍ର ବାଇବଲ26 ଯେଉଁ ଭବିଷ୍ୟଦ୍ବକ୍ତାମାନଙ୍କ ହୃଦୟ ମିଥ୍ୟା ଭାବନାରେ ପରିପୂର୍ଣ୍ଣ ଓ ଯେଉଁମାନେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରନ୍ତି, ସେମାନେ କେତେକାଳ ଏହା ଗ୍ଭଲୁ ରଖିବେ? Viz kapitola |