ଯିରିମୀୟ 23:40 - ଓଡିଆ ବାଇବେଲ40 ଆଉ, ଯାହା ବିସ୍ମୃତ ହେବ ନାହିଁ, ଏପରି ନିତ୍ୟସ୍ଥାୟୀ ଦୁର୍ନାମ ଓ ଚିରସ୍ଥାୟୀ ଲଜ୍ଜା ଆମ୍ଭେ ତୁମ୍ଭମାନଙ୍କୁ ଭୋଗ କରାଇବା।” Viz kapitolaପବିତ୍ର ବାଇବଲ (Re-edited) - (BSI)40 ଆଉ, ଯାହା ବିସ୍ମୃତ ନୋହିବ, ଏପରି ନିତ୍ୟସ୍ଥାୟୀ ଦୁର୍ନାମ ଓ ଚିରସ୍ଥାୟୀ ଲଜ୍ଜା ଆମ୍ଭେ ତୁମ୍ଭମାନଙ୍କୁ ଭୋଗ କରାଇବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ଆଉ, ଯାହା ବିସ୍ମୃତ ହେବ ନାହିଁ, ଏପରି ନିତ୍ୟସ୍ଥାୟୀ ଦୁର୍ନାମ ଓ ଚିରସ୍ଥାୟୀ ଲଜ୍ଜା ଆମ୍ଭେ ତୁମ୍ଭମାନଙ୍କୁ ଭୋଗ କରାଇବା।” Viz kapitolaପବିତ୍ର ବାଇବଲ40 ଆମ୍ଭେ ଏପରି ଦୁର୍ନାମ ଓ ଲଜ୍ଜା ତୁମ୍ଭମାନଙ୍କୁ ଚିରକାଳ ଭୋଗକରାଇବା, ଯାହାକୁ ତୁମ୍ଭେମାନେ କେବେ ଭୁଲିପାରିବ ନାହିଁ।”’ Viz kapitola |