ଯିରିମୀୟ 24:9 - ଓଡିଆ ବାଇବେଲ9 ଆମ୍ଭେ ସେମାନଙ୍କର ଅମଙ୍ଗଳ ନିମନ୍ତେ ପୃଥିବୀର ସକଳ ରାଜ୍ୟ ମଧ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷିପ୍ତ ହେବା ପାଇଁ, ପୁଣି ଯେସବୁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ି ଦେବା, ସେହିସବୁ ସ୍ଥାନରେ ଦୁର୍ନାମ, ପ୍ରବାଦ, ଉପହାସ ଓ ଅଭିଶାପର ପାତ୍ର ହେବା ପାଇଁ ଆମ୍ଭେ ସେମାନଙ୍କୁ ସମର୍ପି ଦେବା। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଆମ୍ଭେ ସେମାନଙ୍କର ଅମଙ୍ଗଳ ନିମନ୍ତେ ପୃଥିବୀର ସକଳ ରାଜ୍ୟ ମଧ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷିପ୍ତ ହେବା ପାଇଁ, ପୁଣି ଯେସବୁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ି ଦେବା, ସେହିସବୁ ସ୍ଥାନରେ ଦୁର୍ନାମ, ପ୍ରବାଦ ଓ ଉପହାସ ଓ ଅଭିଶାପର ପାତ୍ର ହେବା ପାଇଁ ଆମ୍ଭେ ସେମାନଙ୍କୁ ସମର୍ପି ଦେବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆମ୍ଭେ ସେମାନଙ୍କର ଅମଙ୍ଗଳ ନିମନ୍ତେ ପୃଥିବୀର ସକଳ ରାଜ୍ୟ ମଧ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷିପ୍ତ ହେବା ପାଇଁ, ପୁଣି ଯେସବୁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ିଦେବା, ସେହି ସବୁ ସ୍ଥାନରେ ଦୁର୍ନାମ, ପ୍ରବାଦ, ଉପହାସ ଓ ଅଭିଶାପର ପାତ୍ର ହେବା ପାଇଁ ଆମ୍ଭେ ସେମାନଙ୍କୁ ସମର୍ପି ଦେବା। Viz kapitolaପବିତ୍ର ବାଇବଲ9 ମୁଁ ସେମାନଙ୍କ ଉପରେ ଏମିତି ବିପର୍ଯ୍ୟୟ ଆଣିବି ଯେ ପୃଥିବୀର ସମସ୍ତ ରାଜ୍ୟ ଆତଙ୍କିତ ହେବେ। ସମସ୍ତେ ସେମାନଙ୍କୁ ଦୁର୍ନାମ ଓ ଉପହାସ କରିବେ। ଆମ୍ଭେ ଯେଉଁ ସ୍ଥାନରେ ସେମାନଙ୍କୁ ବିକ୍ଷିପ୍ତ କରିବା, ସେହି ସ୍ଥାନର ଲୋକମାନେ ସେମାନଙ୍କୁ ଅଭିଶାପ ଦେବେ। Viz kapitola |