ଯିରିମୀୟ 26:23 - ଓଡିଆ ବାଇବେଲ23 ତହୁଁ ସେମାନେ ଊରୀୟକୁ ମିସରରୁ ଆଣି ଯିହୋୟାକୀମ୍ ରାଜା ନିକଟରେ ଉପସ୍ଥିତ କରାଇଲେ; ରାଜା ତାହାକୁ ଖଡ୍ଗରେ ବଧ କରି, ସାମାନ୍ୟ ଲୋକମାନଙ୍କର କବର ସ୍ଥାନରେ ତାହାର ଶବ ପକାଇ ଦେଲା।” Viz kapitolaପବିତ୍ର ବାଇବଲ (Re-edited) - (BSI)23 ତହୁଁ ସେମାନେ ଊରୀୟକୁ ମିସରରୁ ଆଣି ଯିହୋୟାକୀମ୍ ରାଜା ନିକଟରେ ଉପସ୍ଥିତ କରାଇଲେ; ରାଜା ତାହାକୁ ଖଡ଼୍ଗରେ ବଧ କରି, ସାମାନ୍ୟ ଲୋକମାନଙ୍କର କବର-ସ୍ଥାନରେ ତାହାର ଶବ ପକାଇ ଦେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତହୁଁ ସେମାନେ ଊରୀୟକୁ ମିସରରୁ ଆଣି ଯିହୋୟାକୀମ୍ ରାଜା ନିକଟରେ ଉପସ୍ଥିତ କରାଇଲେ; ରାଜା ତାହାକୁ ଖଡ୍ଗରେ ବଧ କରି, ସାମାନ୍ୟ ଲୋକମାନଙ୍କର କବର ସ୍ଥାନରେ ତାହାର ଶବ ପକାଇଦେଲା। Viz kapitolaପବିତ୍ର ବାଇବଲ23 ତହୁଁ ସେମାନେ ଉରିୟକୁ ମିଶରରୁ ଆଣି ଯିହୋୟାକୀମ୍ ନିକଟରେ ଉପସ୍ଥିତ କରାଇଲେ। ରାଜାଙ୍କ ଆଦେଶରେ ଉରିୟକୁ ଖଡ଼୍ଗରେ ବଧ କରାଗଲା ଓ ଦରିଦ୍ର ଲୋକମାନଙ୍କ କବର ସ୍ଥାନରେ ତାହାର ଶବ ପକାଗଲା। Viz kapitola |