ଯିରିମୀୟ 28:6 - ଓଡିଆ ବାଇବେଲ6 ଅର୍ଥାତ୍, ଯିରିମୀୟ ଭବିଷ୍ୟଦ୍ବକ୍ତା ଏହା କହିଲେ, “ଆମେନ୍; ସଦାପ୍ରଭୁ ସେପରି କରନ୍ତୁ; ସଦାପ୍ରଭୁଙ୍କ ଗୃହର ପାତ୍ର ଓ ନିର୍ବାସିତ ଲୋକସକଳକୁ ବାବିଲରୁ ପୁନର୍ବାର ଏହି ସ୍ଥାନକୁ ଆଣିବା ପାଇଁ ତୁମ୍ଭେ ଯେଉଁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଅଛ, ସଦାପ୍ରଭୁ ତୁମ୍ଭର ସେହି ବାକ୍ୟସବୁ ସିଦ୍ଧ କରନ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଅର୍ଥାତ୍, ଯିରିମୀୟ ଭବିଷ୍ୟଦ୍ବକ୍ତା ଏହା କହିଲେ, ଆମେନ୍; ସଦାପ୍ରଭୁ ସେପରି କରନ୍ତୁ; ସଦାପ୍ରଭୁଙ୍କ ଗୃହର ପାତ୍ର ଓ ନିର୍ବାସିତ ଲୋକସକଳକୁ ବାବିଲରୁ ପୁନର୍ବାର ଏହି ସ୍ଥାନକୁ ଆଣିବା ପାଇଁ ତୁମ୍ଭେ ଯେଉଁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଅଛ, ସଦାପ୍ରଭୁ ତୁମ୍ଭର ସେହି ବାକ୍ୟସବୁ ସିଦ୍ଧ କରନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଅର୍ଥାତ୍, ଯିରିମୀୟ ଭବିଷ୍ୟଦ୍ବକ୍ତା ଏହା କହିଲେ, “ଆମେନ୍; ସଦାପ୍ରଭୁ ସେପରି କରନ୍ତୁ; ସଦାପ୍ରଭୁଙ୍କ ଗୃହର ପାତ୍ର ଓ ନିର୍ବାସିତ ଲୋକସକଳକୁ ବାବିଲରୁ ପୁନର୍ବାର ଏହି ସ୍ଥାନକୁ ଆଣିବା ପାଇଁ ତୁମ୍ଭେ ଯେଉଁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଅଛ, ସଦାପ୍ରଭୁ ତୁମ୍ଭର ସେହି ବାକ୍ୟସବୁ ସିଦ୍ଧ କରନ୍ତୁ। Viz kapitolaପବିତ୍ର ବାଇବଲ6 ଯିରିମିୟ ଭବିଷ୍ୟଦ୍ବକ୍ତା ହନାନିୟକୁ ଏହା କହିଲେ, “ଆମେନ୍! ସଦାପ୍ରଭୁ ସେପରି କରନ୍ତୁ, ସଦାପ୍ରଭୁଙ୍କ ଗୃହର ପାତ୍ର ଓ ସମସ୍ତ ନିର୍ବାସିତ ଲୋକଙ୍କୁ ବାବିଲରୁ ପୁନର୍ବାର ଏହି ସ୍ଥାନକୁ ଆଣିବା ପାଇଁ ତୁମ୍ଭେ ଯେଉଁ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରିଅଛ, ସଦାପ୍ରଭୁ ତୁମ୍ଭର ସେହି ବାକ୍ୟସବୁ ସିଦ୍ଧ କରନ୍ତୁ। Viz kapitola |