ଯିରିମୀୟ 29:8 - ଓଡିଆ ବାଇବେଲ8 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ତୁମ୍ଭମାନଙ୍କର ମଧ୍ୟବର୍ତ୍ତୀ ତୁମ୍ଭମାନଙ୍କର ଭବିଷ୍ୟଦ୍ବକ୍ତାମାନେ ଓ ଗଣକମାନେ ତୁମ୍ଭମାନଙ୍କୁ ନ ଭୁଲାଉନ୍ତୁ, ଅଥବା ତୁମ୍ଭେମାନେ ଯେଉଁ ସ୍ୱପ୍ନ ଦର୍ଶନ କର, ତୁମ୍ଭମାନଙ୍କର ସେହିସବୁ ସ୍ୱପ୍ନରେ ମନୋଯୋଗ କର ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ତୁମ୍ଭମାନଙ୍କର ମଧ୍ୟବର୍ତ୍ତୀ ତୁମ୍ଭମାନଙ୍କର ଭବିଷ୍ୟଦ୍ବକ୍ତାମାନେ ଓ ଗଣକମାନେ ତୁମ୍ଭମାନଙ୍କୁ ନ ଭୁଲାଉନ୍ତୁ, ଅଥବା ତୁମ୍ଭେମାନେ ଯେଉଁ ସ୍ଵପ୍ନ ଦର୍ଶନ କର, ତୁମ୍ଭମାନଙ୍କର ସେହିସବୁ ସ୍ଵପ୍ନରେ ମନୋଯୋଗ କର ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ତୁମ୍ଭମାନଙ୍କର ମଧ୍ୟବର୍ତ୍ତୀ ତୁମ୍ଭମାନଙ୍କର ଭବିଷ୍ୟଦ୍ବକ୍ତାମାନେ ଓ ଗଣକମାନେ ତୁମ୍ଭମାନଙ୍କୁ ନ ଭୁଲାଉନ୍ତୁ, ଅଥବା ତୁମ୍ଭେମାନେ ଯେଉଁ ସ୍ୱପ୍ନ ଦର୍ଶନ କର, ତୁମ୍ଭମାନଙ୍କର ସେହି ସବୁ ସ୍ୱପ୍ନରେ ମନୋଯୋଗ କର ନାହିଁ। Viz kapitolaପବିତ୍ର ବାଇବଲ8 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ତୁମ୍ଭେମାନେ ଭବିଷ୍ୟଦ୍ବକ୍ତା ଓ ଗଣକମାନଙ୍କ କଥାରେ ଭୁଲ ନାହିଁ। ସେମାନେ ଯେଉଁ ଗୁପ୍ତ ଦର୍ଶନ କଥା କହୁଛନ୍ତି, ତାହା ପ୍ରତି ମନୋଯୋଗ କର ନାହିଁ। Viz kapitola |