ଯିରିମୀୟ 3:14 - ଓଡିଆ ବାଇବେଲ14 ସଦାପ୍ରଭୁ କହନ୍ତି, ‘ହେ ବିପଥଗାମୀ ସନ୍ତାନଗଣ, ଫେର; କାରଣ ଆମ୍ଭେ ତୁମ୍ଭମାନଙ୍କର ସ୍ୱାମୀ; ଆମ୍ଭେ ନଗରରୁ ଏକ ଜଣ ଓ ଗୋଷ୍ଠୀ ମଧ୍ୟରୁ ଦୁଇ ଜଣ କରି ତୁମ୍ଭମାନଙ୍କୁ ସିୟୋନକୁ ଆଣିବା; Viz kapitolaପବିତ୍ର ବାଇବଲ (Re-edited) - (BSI)14 ସଦାପ୍ରଭୁ କହନ୍ତି, ହେ ବିପଥଗାମୀ ସନ୍ତାନଗଣ, ଫେର; କାରଣ ଆମ୍ଭେ ତୁମ୍ଭମାନଙ୍କର ସ୍ଵାମୀ; ଆମ୍ଭେ ନଗରରୁ ଏକ ଜଣ ଓ ଗୋଷ୍ଠୀ ମଧ୍ୟରୁ ଦୁଇ ଜଣ କରି ତୁମ୍ଭମାନଙ୍କୁ ସିୟୋନକୁ ଆଣିବା; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସଦାପ୍ରଭୁ କହନ୍ତି, ହେ ବିପଥଗାମୀ ସନ୍ତାନଗଣ, ଫେର; କାରଣ ଆମ୍ଭେ ତୁମ୍ଭମାନଙ୍କର ସ୍ୱାମୀ; ଆମ୍ଭେ ନଗରରୁ ଏକ ଜଣ ଓ ଗୋଷ୍ଠୀ ମଧ୍ୟରୁ ଦୁଇ ଜଣ କରି ତୁମ୍ଭମାନଙ୍କୁ ସିୟୋନକୁ ଆଣିବା; Viz kapitolaପବିତ୍ର ବାଇବଲ14 ସଦାପ୍ରଭୁ କହନ୍ତି, “ହେ ବିପଥଗାମୀ ସନ୍ତାନଗଣ, ତୁମ୍ଭେମାନେ ଆମ୍ଭ ନିକଟକୁ ଫେରି ଆସ, କାରଣ ଆମ୍ଭେ ତୁମ୍ଭମାନଙ୍କର ସ୍ୱାମୀ। ଆମ୍ଭେ ପ୍ରତି ନଗରରୁ ଏକ ଜଣ ଓ ପ୍ରତି ଗୋଷ୍ଠୀ ମଧ୍ୟରୁ ଦୁଇଜଣ କରି ତୁମ୍ଭମାନଙ୍କୁ ସିୟୋନକୁ ଆଣିବା। Viz kapitola |