ଯିରିମୀୟ 31:12 - ଓଡିଆ ବାଇବେଲ12 ପୁଣି, ସେମାନେ ଆସି ସିୟୋନର ଶୃଙ୍ଗରେ ଗାନ କରିବେ ଓ ସ୍ରୋତ ତୁଲ୍ୟ ସଦାପ୍ରଭୁଙ୍କ ଉତ୍ତମତାର ନିକଟକୁ, ଶସ୍ୟ ଓ ଦ୍ରାକ୍ଷାରସ, ତୈଳ ଓ ପଲର ମେଷବତ୍ସ ଓ ଗୋପଲର ଗୋବତ୍ସ ନିକଟକୁ ବହି ଆସିବେ ଓ ସେମାନଙ୍କର ପ୍ରାଣ ସୁସିକ୍ତ ଉଦ୍ୟାନ ତୁଲ୍ୟ ହେବ; ପୁଣି, ସେମାନେ ଆଉ କିଛି ଶୋକ କରିବେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ପୁଣି, ସେମାନେ ଆସି ସିୟୋନର ଶୃଙ୍ଗରେ ଗାନ କରିବେ ଓ ସ୍ରୋତ ତୁଲ୍ୟ ସଦାପ୍ରଭୁଙ୍କ ଉତ୍ତମତାର ନିକଟକୁ, ଶସ୍ୟ ଓ ଦ୍ରାକ୍ଷାରସ, ତୈଳ ଓ ପଲର ମେଷବତ୍ସ ଓ ଗୋପଲର ଗୋବତ୍ସ ନିକଟକୁ ବହି ଆସିବେ ଓ ସେମାନଙ୍କର ପ୍ରାଣ ସୁସିକ୍ତ ଉଦ୍ୟାନ ତୁଲ୍ୟ ହେବ; ପୁଣି, ସେମାନେ ଆଉ କିଛି ଶୋକ କରିବେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ସେମାନେ ଆସି ସିୟୋନର ଶୃଙ୍ଗରେ ଗାନ କରିବେ ଓ ସ୍ରୋତ ତୁଲ୍ୟ ସଦାପ୍ରଭୁଙ୍କ ଉତ୍ତମତାର ନିକଟକୁ, ଶସ୍ୟ ଓ ଦ୍ରାକ୍ଷାରସ, ତୈଳ ଓ ପଲର ମେଷବତ୍ସ ଓ ଗୋପଲର ଗୋବତ୍ସ ନିକଟକୁ ବହି ଆସିବେ ଓ ସେମାନଙ୍କର ପ୍ରାଣ ସୁସିକ୍ତ ଉଦ୍ୟାନ ତୁଲ୍ୟ ହେବ; ପୁଣି, ସେମାନେ ଆଉ କିଛି ଶୋକ କରିବେ ନାହିଁ। Viz kapitolaପବିତ୍ର ବାଇବଲ12 ପୁଣି ସେମାନେ ଆସି ସିୟୋନର ପର୍ବତରେ ଗାନ କରିବେ ଓ ସ୍ରୋତତୁଲ୍ୟ ସଦାପ୍ରଭୁଙ୍କ ପ୍ରାସାଦକୁ, ଶସ୍ୟ, ଦ୍ରାକ୍ଷାରସ, ତେଲ, ପଲର ମେଷଛୁଆ ଓ ଗୋପଲର ଗୋବତ୍ସ ବହି ଆସିବ ଓ ସେମାନଙ୍କର ଜୀବନ ସୁସିକ୍ତ ଉଦ୍ୟାନ ତୁଲ୍ୟ ହେବ। ସେମାନେ ଆଉ ଦୁଃଖୀ ହେବେ ନାହିଁ। Viz kapitola |