ଯିରିମୀୟ 31:13 - ଓଡିଆ ବାଇବେଲ13 ସେତେବେଳେ କୁମାରୀଗଣ ନୃତ୍ୟରେ, ପୁଣି, ଯୁବା ଓ ବୃଦ୍ଧମାନେ ଏକତ୍ର ଆନନ୍ଦ କରିବେ, କାରଣ ଆମ୍ଭେ ସେମାନଙ୍କ ଶୋକକୁ ଆନନ୍ଦରେ ପରିଣତ କରିବା, ଆମ୍ଭେ ସେମାନଙ୍କୁ ସାନ୍ତ୍ୱନା କରିବା ଓ ସେମାନଙ୍କ ଦୁଃଖରୁ ସେମାନଙ୍କୁ ଆନନ୍ଦିତ କରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)13 ସେତେବେଳେ କୁମାରୀଗଣ ନୃତ୍ୟରେ, ପୁଣି, ଯୁବା ଓ ବୃଦ୍ଧମାନେ ଏକତ୍ର ଆନନ୍ଦ କରିବେ, କାରଣ ଆମ୍ଭେ ସେମାନଙ୍କ ଶୋକକୁ ଆନନ୍ଦରେ ପରିଣତ କରିବା, ଆମ୍ଭେ ସେମାନଙ୍କୁ ସାନ୍ତ୍ଵନା କରିବା ଓ ସେମାନଙ୍କ ଦୁଃଖରୁ ସେମାନଙ୍କୁ ଆନନ୍ଦିତ କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେତେବେଳେ କୁମାରୀଗଣ ନୃତ୍ୟରେ, ପୁଣି, ଯୁବା ଓ ବୃଦ୍ଧମାନେ ଏକତ୍ର ଆନନ୍ଦ କରିବେ, କାରଣ ଆମ୍ଭେ ସେମାନଙ୍କ ଶୋକକୁ ଆନନ୍ଦରେ ପରିଣତ କରିବା, ଆମ୍ଭେ ସେମାନଙ୍କୁ ସାନ୍ତ୍ୱନା କରିବା ଓ ସେମାନଙ୍କ ଦୁଃଖରୁ ସେମାନଙ୍କୁ ଆନନ୍ଦିତ କରିବା। Viz kapitolaପବିତ୍ର ବାଇବଲ13 ସେତେବେଳେ ଯୁବତୀ ନାରୀମାନେ ଆନନ୍ଦରେ ନୃତ୍ୟ କରିବେ ଓ ଯୁବା ଏବଂ ବୃଦ୍ଧମାନେ ସେମାନଙ୍କ ସହିତ ଯୋଗ ଦେବେ। ଆମ୍ଭେ ସେମାନଙ୍କର ଶୋକକୁ ଆନନ୍ଦରେ ପରିଣତ କରିବା। ଆମ୍ଭେ ସେମାନଙ୍କୁ ସାନ୍ତ୍ୱନା ଦେବା ଓ ସେମାନଙ୍କୁ ଦୁଃଖ ବଦଳରେ ସୁଖ ଦେବା। Viz kapitola |