ଯିରିମୀୟ 31:16 - ଓଡିଆ ବାଇବେଲ16 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭ କ୍ରନ୍ଦନର ଶବ୍ଦ ଓ ଚକ୍ଷୁର ଲୋତକ ନିବୃତ୍ତ କର; କାରଣ ତୁମ୍ଭ କର୍ମର ପୁରସ୍କାର ଦତ୍ତ ହେବ,” ଏହା ସଦାପ୍ରଭୁ କହନ୍ତି; “ଆଉ, ସେମାନେ ଶତ୍ରୁର ଦେଶରୁ ଫେରି ଆସିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)16 ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭ କ୍ରନ୍ଦନର ଶଦ୍ଦ ଓ ଚକ୍ଷୁର ଲୋତକ ନିବୃତ୍ତ କର; କାରଣ ତୁମ୍ଭ କର୍ମର ପୁରସ୍କାର ଦତ୍ତ ହେବ, ଏହା ସଦାପ୍ରଭୁ କହନ୍ତି; ଆଉ, ସେମାନେ ଶତ୍ରୁର ଦେଶରୁ ଫେରି ଆସିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭ କ୍ରନ୍ଦନର ଶବ୍ଦ ଓ ଚକ୍ଷୁର ଲୋତକ ନିବୃତ୍ତ କର; କାରଣ ତୁମ୍ଭ କର୍ମର ପୁରସ୍କାର ଦତ୍ତ ହେବ, ଏହା ସଦାପ୍ରଭୁ କହନ୍ତି; ଆଉ, ସେମାନେ ଶତ୍ରୁର ଦେଶରୁ ଫେରି ଆସିବେ। Viz kapitolaପବିତ୍ର ବାଇବଲ16 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ କ୍ରନ୍ଦନରୁ ନିବୃତ୍ତ ହୁଅ ଓ ଚକ୍ଷୁରୁ ଲୋତକ ବନ୍ଦ କର। କାରଣ ତୁମ୍ଭେ ତୁମ୍ଭର କର୍ମାନୁସାରେ ପୁରସ୍କୃତ ହେବ।” ଆଉ ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଶତ୍ରୁ ଦେଶରୁ ଫେରି ଆସିବ। Viz kapitola |