Online Bible

- Reklamy -




ଯିରିମୀୟ 31:27 - ଓଡିଆ ବାଇବେଲ

27 ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ମଧ୍ୟରେ ମନୁଷ୍ୟ ଓ ପଶୁ ରୂପ ବୀଜ ବପନ କରିବା, ଏପରି ସମୟ ଆସୁଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଇସ୍ରାଏଲ-ବଂଶ ଓ ଯିହୁଦା-ବଂଶ ମଧ୍ୟରେ ମନୁଷ୍ୟ ଓ ପଶୁରୂପ ବୀଜ ବପନ କରିବା, ଏପରି ସମୟ ଆସୁଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ମଧ୍ୟରେ ମନୁଷ୍ୟ ଓ ପଶୁ ରୂପ ବୀଜ ବପନ କରିବା, ଏପରି ସମୟ ଆସୁଅଛି।

Viz kapitola kopírovat

ପବିତ୍ର ବାଇବଲ

27 ସଦାପ୍ରଭୁ କହନ୍ତି, “ଏପରି ଏକ ସମୟ ଆସୁଛି ଆମ୍ଭେ ଇସ୍ରାଏଲ ଓ ଯିହୁଦାର ଲୋକମାନଙ୍କର ଯତ୍ନ ନେବା। ଆମ୍ଭେ ସେମାନଙ୍କୁ ଓ ସେମାନଙ୍କର ପଶୁମାନଙ୍କୁ ଦ୍ୱିଗୁଣିତ କରିବା।

Viz kapitola kopírovat




ଯିରିମୀୟ 31:27

Následuj nás:

Reklamy


Reklamy