Online Bible

- Reklamy -




ଯିରିମୀୟ 31:31 - ଓଡିଆ ବାଇବେଲ

31 ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସହିତ ଏକ ନୂତନ ନିୟମ ସ୍ଥାପନ କରିବା, ଏପରି ସମୟ ଆସୁଅଛି;

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଇସ୍ରାଏଲ-ବଂଶ ଓ ଯିହୁଦା-ବଂଶ ସହିତ ଏକ ନୂତନ ନିୟମ ସ୍ଥାପନ କରିବା, ଏପରି ସମୟ ଆସୁଅଛି;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସହିତ ଏକ ନୂତନ ନିୟମ ସ୍ଥାପନ କରିବା, ଏପରି ସମୟ ଆସୁଅଛି;

Viz kapitola kopírovat

ପବିତ୍ର ବାଇବଲ

31 ସଦାପ୍ରଭୁ କହନ୍ତି, “ଏପରି ଏକ ସମୟ ଆସୁଛି ଯେତେବେଳେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସହିତ ଏକ ନୂତନ ନିୟମ ସ୍ଥାପନ କରିବା।

Viz kapitola kopírovat




ଯିରିମୀୟ 31:31

Následuj nás:

Reklamy


Reklamy