Online Bible

- Reklamy -




ଯିରିମୀୟ 32:14 - ଓଡିଆ ବାଇବେଲ

14 “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ତୁମ୍ଭେ ଏହି ମୁଦ୍ରାଙ୍କିତ ଓ ଖୋଲା ଦୁଇଖଣ୍ଡ କ୍ରୟପତ୍ର ନେଇ ତାହା ଯେପରି ଅନେକ ଦିନ ରହିବ, ଏଥିପାଇଁ ଏକ ମୃତ୍ତିକା ପାତ୍ରରେ ରଖ।’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ତୁମ୍ଭେ ଏହି ମୁଦ୍ରାଙ୍କିତ ଓ ଖୋଲା ଦୁଇଖଣ୍ତ କ୍ରୟପତ୍ର ନେଇ ତାହା ଯେପରି ଅନେକ, ଦିନ ରହିବ, ଏଥିପାଇଁ ଏକ ମୃତ୍ତିକା ପାତ୍ରରେ ରଖ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ‘ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଏହି ମୁଦ୍ରାଙ୍କିତ ଓ ଖୋଲା ଦୁଇ ଖଣ୍ଡ କ୍ରୟପତ୍ର ନେଇ ତାହା ଯେପରି ଅନେକ ଦିନ ରହିବ, ଏଥିପାଇଁ ଏକ ମୃତ୍ତିକା ପାତ୍ରରେ ରଖ।

Viz kapitola kopírovat

ପବିତ୍ର ବାଇବଲ

14 “ସୈନ୍ୟାଧିପତି ଇସ୍ରାଏଲର ପରମେଶ୍ୱର କହନ୍ତି, ‘ତୁମ୍ଭେ ଏହି ଦୁଇଖଣ୍ଡ କ୍ରୟ ଦଲିଲ୍ ନିଅ, ଗୋଟିଏ ମୁଦି ଦିଆଯାଇଥିବା ଓ ଅନ୍ୟଟି ଖୋଲା ଓ ତାହା ଯେପରି ଦୀର୍ଘକାଳ ରହିବ ଏଥିପାଇଁ ଏକ ମୃତ୍ତିକା ପାତ୍ରରେ ରଖ।’

Viz kapitola kopírovat




ଯିରିମୀୟ 32:14

Následuj nás:

Reklamy


Reklamy