ଯିରିମୀୟ 32:21 - ଓଡିଆ ବାଇବେଲ21 ତୁମ୍ଭେ ଚିହ୍ନ, ଅଦ୍ଭୁତ ଲକ୍ଷଣ, ବଳବାନ ହସ୍ତ, ବିସ୍ତୀର୍ଣ୍ଣ ବାହୁ ଓ ମହତ ଭୟାନକତ୍ୱ ଦ୍ୱାରା ତୁମ୍ଭର ଇସ୍ରାଏଲ ଲୋକଙ୍କୁ ମିସର ଦେଶରୁ ବାହାର କରି ଆଣିଲ; Viz kapitolaପବିତ୍ର ବାଇବଲ (Re-edited) - (BSI)21 ତୁମ୍ଭେ ଚିହ୍ନ, ଅଦ୍ଭୁତ ଲକ୍ଷଣ, ବଳବାନ ହସ୍ତ, ବିସ୍ତୀର୍ଣ୍ଣ ବାହୁ ଓ ମହତ ଭୟାନକତ୍ଵ ଦ୍ଵାରା ତୁମ୍ଭର ଇସ୍ରାଏଲ ଲୋକଙ୍କୁ ମିସର ଦେଶରୁ ବାହାର କରି ଆଣିଲ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତୁମ୍ଭେ ଚିହ୍ନ, ଅଦ୍ଭୁତ ଲକ୍ଷଣ, ବଳବାନ ହସ୍ତ, ବିସ୍ତୀର୍ଣ୍ଣ ବାହୁ ଓ ମହତ ଭୟାନକତ୍ତ୍ୱ ଦ୍ୱାରା ତୁମ୍ଭର ଇସ୍ରାଏଲ ଲୋକଙ୍କୁ ମିସର ଦେଶରୁ ବାହାର କରି ଆଣିଲ; Viz kapitolaପବିତ୍ର ବାଇବଲ21 ତୁମ୍ଭେ ସେହି ଅଲୌକିକ ଶକ୍ତି, ଅଦ୍ଭୂତ ଲକ୍ଷଣ, ବଳବାନ୍ ହସ୍ତ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ତୁମ୍ଭର ଇସ୍ରାଏଲ ଲୋକଙ୍କୁ ମିଶର ଦେଶରୁ ବାହାର କରି ଆଣିଲ। Viz kapitola |