ଯିରିମୀୟ 32:22 - ଓଡିଆ ବାଇବେଲ22 ଆଉ, ଏହି ଯେଉଁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ସେମାନଙ୍କୁ ଦେବା ପାଇଁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲ, ତାହା ସେମାନଙ୍କୁ ଦେଲ; Viz kapitolaପବିତ୍ର ବାଇବଲ (Re-edited) - (BSI)22 ଆଉ, ଏହି ଯେଉଁ ଦୁଗ୍ଧମଧୁପ୍ରବାହୀ ଦେଶ ସେମାନଙ୍କୁ ଦେବା ପାଇଁ ସେମାନଙ୍କ ପିତୃପୁରୁଷଗଣ ନିକଟରେ ଶପଥ କରିଥିଲ, ତାହା ସେମାନଙ୍କୁ ଦେଲ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଆଉ, ଏହି ଯେଉଁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ସେମାନଙ୍କୁ ଦେବା ପାଇଁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲ, ତାହା ସେମାନଙ୍କୁ ଦେଲ; Viz kapitolaପବିତ୍ର ବାଇବଲ22 “ହେ ସଦାପ୍ରଭୁ, ତୁମ୍ଭେ ଯେଉଁ ଦୁଗ୍ଧମଧୁପ୍ରବାହୀ ଦେଶ ସେମାନଙ୍କୁ ଦେବା ପାଇଁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲ, ତାହା ସେମାନଙ୍କୁ ଦେଲ। Viz kapitola |