ଯିରିମୀୟ 32:23 - ଓଡିଆ ବାଇବେଲ23 ପୁଣି, ସେମାନେ ଆସି ତାହା ଅଧିକାର କଲେ; ମାତ୍ର ସେମାନେ ତୁମ୍ଭ ରବରେ ମନୋଯୋଗ କଲେ ନାହିଁ; କିଅବା ତୁମ୍ଭ ବ୍ୟବସ୍ଥା ପଥରେ ଚାଲିଲେ ନାହିଁ; ତୁମ୍ଭେ ସେମାନଙ୍କୁ ଯାହା ଯାହା ପାଳନ କରିବାକୁ ଆଜ୍ଞା ଦେଲ, ସେସବୁ ମଧ୍ୟରୁ ସେମାନେ କିଛି ହିଁ ପାଳନ କରି ନାହାନ୍ତି; ଏହେତୁ ତୁମ୍ଭେ ଏହିସବୁ ଅମଙ୍ଗଳ ସେମାନଙ୍କ ଉପରେ ଘଟାଇଅଛ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ପୁଣି, ସେମାନେ ଆସି ତାହା ଅଧିକାର କଲେ; ମାତ୍ର ସେମାନେ ତୁମ୍ଭ ରବରେ ମନୋଯୋଗ କଲେ ନାହିଁ; କିଅବା ତୁମ୍ଭ ବ୍ୟବସ୍ଥା ପଥରେ ଚାଲିଲେ ନାହିଁ; ତୁମ୍ଭେ ସେମାନଙ୍କୁ ଯାହା ଯାହା ପାଳନ କରିବାକୁ ଆଜ୍ଞା ଦେଲ, ସେସବୁ ମଧ୍ୟରୁ ସେମାନେ କିଛି ହିଁ ପାଳନ କରି ନାହାନ୍ତି; ଏହେତୁ ତୁମ୍ଭେ ଏହିସବୁ ଅମଙ୍ଗଳ ସେମାନଙ୍କ ଉପରେ ଘଟାଇଅଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ପୁଣି, ସେମାନେ ଆସି ତାହା ଅଧିକାର କଲେ; ମାତ୍ର ସେମାନେ ତୁମ୍ଭ ରବରେ ମନୋଯୋଗ କଲେ ନାହିଁ; କିଅବା ତୁମ୍ଭ ବ୍ୟବସ୍ଥା ପଥରେ ଚାଲିଲେ ନାହିଁ; ତୁମ୍ଭେ ସେମାନଙ୍କୁ ଯାହା ଯାହା ପାଳନ କରିବାକୁ ଆଜ୍ଞା ଦେଲ, ସେସବୁ ମଧ୍ୟରୁ ସେମାନେ କିଛି ହିଁ ପାଳନ କରି ନାହାନ୍ତି; ଏହେତୁ ତୁମ୍ଭେ ଏହିସବୁ ଅମଙ୍ଗଳ ସେମାନଙ୍କ ଉପରେ ଘଟାଇଅଛ। Viz kapitolaପବିତ୍ର ବାଇବଲ23 ପୁଣି ଇସ୍ରାଏଲ ଲୋକମାନେ ଆସି ତାହା ଅଧିକାର କଲେ, ମାତ୍ର ସେମାନେ ତୁମ୍ଭ କଥା ପ୍ରତି ଧ୍ୟାନ ଦେଲେ ନାହିଁ। ଆଉ ତୁମ୍ଭ ବ୍ୟବସ୍ଥା ପଥରେ ଗ୍ଭଲିଲେ ନାହିଁ। ତୁମ୍ଭେ ସେମାନଙ୍କୁ ଯାହାସବୁ ପାଳନ କରିବାକୁ ଆଜ୍ଞା ଦେଲ, ସେସବୁ ମଧ୍ୟରୁ ସେମାନେ କିଛି ପାଳନ କଲେ ନାହିଁ। ତେଣୁ ତୁମ୍ଭେ ସେମାନଙ୍କ ଉପରେ ଏହିସବୁ ଅମଙ୍ଗଳ ଘଟାଇଲ। Viz kapitola |