ଯିରିମୀୟ 32:24 - ଓଡିଆ ବାଇବେଲ24 ଏହିସବୁ ବନ୍ଧ ଦେଖ, ସେମାନେ ଜୟ କରିବା ପାଇଁ ନଗରକୁ ଆସିଅଛନ୍ତି; ପୁଣି, ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ସକାଶୁ ନଗର ବିରୁଦ୍ଧରେ ଯୁଦ୍ଧକାରୀ କଲ୍ଦୀୟମାନଙ୍କ ହସ୍ତରେ ତାହା ଦତ୍ତ ହେଉଅଛି; ଆଉ, ତୁମ୍ଭେ ଯାହା କହିଅଛ, ତାହା ସଫଳ ହେଉଅଛି; ପୁଣି ଦେଖ, ତୁମ୍ଭେ ଏହା ଦେଖୁଅଛ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଏହିସବୁ ବନ୍ଧ ଦେଖ, ସେମାନେ ଜୟ କରିବା ପାଇଁ ନଗରକୁ ଆସିଅଛନ୍ତି; ପୁଣି, ଖଡ଼୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ସକାଶୁ ନଗର ବିରୁଦ୍ଧରେ ଯୁଦ୍ଧକାରୀ କଲ୍ଦୀୟମାନଙ୍କ ହସ୍ତରେ ତାହା ଦତ୍ତ ହେଉଅଛି; ଆଉ, ତୁମ୍ଭେ ଯାହା କହିଅଛ, ତାହା ସଫଳ ହେଉଅଛି; ପୁଣି ଦେଖ, ତୁମ୍ଭେ ଏହା ଦେଖୁଅଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏହିସବୁ ବନ୍ଧ ଦେଖ, ସେମାନେ ଜୟ କରିବା ପାଇଁ ନଗରକୁ ଆସିଅଛନ୍ତି; ପୁଣି, ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ସକାଶୁ ନଗର ବିରୁଦ୍ଧରେ ଯୁଦ୍ଧକାରୀ କଲ୍ଦୀୟମାନଙ୍କ ହସ୍ତରେ ତାହା ଦତ୍ତ ହେଉଅଛି; ଆଉ, ତୁମ୍ଭେ ଯାହା କହିଅଛ, ତାହା ସଫଳ ହେଉଅଛି; ପୁଣି ଦେଖ, ତୁମ୍ଭେ ଏହା ଦେଖୁଅଛ। Viz kapitolaପବିତ୍ର ବାଇବଲ24 “ବର୍ତ୍ତମାନ ଶତ୍ରୁମାନେ କାଠଗଣ୍ଡି ନିର୍ମାଣ କରି ନଗର ଅବରୋଧ କରିଛନ୍ତି। ସେମାନେ ଯେପରି ଶତ୍ରୁ ନଗରକୁ ପରାସ୍ତ କରି ପାରିବେ ଖଡ଼୍ଗ, ଦୁର୍ଭିକ୍ଷ, ମହାମାରୀ ଘଟାଇଲେ ଏବଂ ଏହା ବିରୁଦ୍ଧରେ ଯୁଦ୍ଧ କରୁଥିବା କଲ୍ଦୀୟମାନଙ୍କୁ ତାହା ହସ୍ତାନ୍ତର କର। ହେ ସଦାପ୍ରଭୁ, ତୁମ୍ଭେ କହିଥିଲ ଏହା ଘଟିବ ଓ ଆଜି ଦେଖ ତାହା ଘଟୁଅଛି। Viz kapitola |