ଯିରିମୀୟ 32:39 - ଓଡିଆ ବାଇବେଲ39 ଆଉ, ସେମାନଙ୍କର ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ସନ୍ତାନଗଣର ମଙ୍ଗଳ ନିମନ୍ତେ ସେମାନେ ଯେପରି ସଦାକାଳ ଆମ୍ଭକୁ ଭୟ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଓ ଏକ ପଥ ଦେବା; Viz kapitolaପବିତ୍ର ବାଇବଲ (Re-edited) - (BSI)39 ଆଉ, ସେମାନଙ୍କର ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ସନ୍ତାନଗଣର ମଙ୍ଗଳ ନିମନ୍ତେ ସେମାନେ ଯେପରି ସଦା କାଳ ଆମ୍ଭକୁ ଭୟ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଓ ଏକ ପଥ ଦେବା; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ଆଉ, ସେମାନଙ୍କର ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ସନ୍ତାନଗଣର ମଙ୍ଗଳ ନିମନ୍ତେ ସେମାନେ ଯେପରି ସଦାକାଳ ଆମ୍ଭକୁ ଭୟ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଓ ଏକ ପଥ ଦେବା; Viz kapitolaପବିତ୍ର ବାଇବଲ39 ଆଉ ସେମାନେ ଓ ସେମାନଙ୍କର ସନ୍ତାନମାନେ ସେମାନଙ୍କ ମଙ୍ଗଳ ନିମନ୍ତେ ଯେପରି ଆମ୍ଭକୁ ଭୟ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଓ ଏକ ପଥ ଦେବା। Viz kapitola |