ଯିରିମୀୟ 32:40 - ଓଡିଆ ବାଇବେଲ40 ପୁଣି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ଯେ ସେମାନଙ୍କଠାରୁ ବିମୁଖ ନ ହେବା, ଏହି ଭାବର ଗୋଟିଏ ନିତ୍ୟସ୍ଥାୟୀ ନିୟମ ସେମାନଙ୍କ ସଙ୍ଗେ କରିବା ଓ ସେମାନେ ଯେପରି ଆମ୍ଭଠାରୁ ଦୂର ହେବେ ନାହିଁ, ଏଥିପାଇଁ ଆମ୍ଭେ ଆମ୍ଭ ବିଷୟକ ଭୟ ସେମାନଙ୍କ ଅନ୍ତଃକରଣରେ ସ୍ଥାପନ କରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)40 ପୁଣି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ଯେ ସେମାନଙ୍କଠାରୁ ବିମୁଖ ନୋହିବା, ଏହି ଭାବର ଗୋଟିଏ ନିତ୍ୟସ୍ଥାୟୀ ନିୟମ ସେମାନଙ୍କ ସଙ୍ଗେ କରିବା ଓ ସେମାନେ ଯେପରି ଆମ୍ଭଠାରୁ ଦୂର ନୋହିବେ, ଏଥିପାଇଁ ଆମ୍ଭେ ଆମ୍ଭ ବିଷୟକ ଭୟ ସେମାନଙ୍କ ଅନ୍ତଃକରଣରେ ସ୍ଥାପନ କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ପୁଣି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ଯେ ସେମାନଙ୍କଠାରୁ ବିମୁଖ ନ ହେବା, ଏହି ଭାବର ଗୋଟିଏ ନିତ୍ୟସ୍ଥାୟୀ ନିୟମ ସେମାନଙ୍କ ସଙ୍ଗେ କରିବା ଓ ସେମାନେ ଯେପରି ଆମ୍ଭଠାରୁ ଦୂର ହେବେ ନାହିଁ, ଏଥିପାଇଁ ଆମ୍ଭେ ଆମ୍ଭ ବିଷୟକ ଭୟ ସେମାନଙ୍କ ଅନ୍ତଃକରଣରେ ସ୍ଥାପନ କରିବା। Viz kapitolaପବିତ୍ର ବାଇବଲ40 “‘ପୁଣି ସେମାନଙ୍କର ମଙ୍ଗଳ ପାଇଁ ଆମ୍ଭେ ସେମାନଙ୍କ ପ୍ରତି ବିମୁଖ ହେବା ନାହିଁ। ଏହିପରି ଭାବରେ ଗୋଟିଏ ନିତ୍ୟସ୍ଥାୟୀ ନିୟମ ସେମାନଙ୍କ ସଙ୍ଗେ କରିବା। ସେମାନେ ଯେପରି ଆମ୍ଭଠାରୁ ଦୂରେଇ ନ ଯିବେ, ଏଥିପାଇଁ ଆମ୍ଭେ ଆମ୍ଭ ବିଷୟକ ଭୟ ସେମାନଙ୍କ ଅନ୍ତରରେ ସ୍ଥାପନ କରିବା। Viz kapitola |