ଯିରିମୀୟ 32:42 - ଓଡିଆ ବାଇବେଲ42 କାରଣ ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ଏହି ଲୋକମାନଙ୍କ ଉପରେ ଏହିସବୁ ମହା ଅମଙ୍ଗଳ ଯେପରି ଘଟାଇଅଛୁ, ସେପରି ଆମ୍ଭେ ସେମାନଙ୍କୁ ଯେ ଯେ ମଙ୍ଗଳର ପ୍ରତିଜ୍ଞା କରିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା।” Viz kapitolaପବିତ୍ର ବାଇବଲ (Re-edited) - (BSI)42 କାରଣ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଏହି ଲୋକମାନଙ୍କ ଉପରେ ଏହିସବୁ ମହା ଅମଙ୍ଗଳ ଯେପରି ଘଟାଇଅଛୁ, ସେପରି ଆମ୍ଭେ ସେମାନଙ୍କୁ ଯେ ଯେ ମଙ୍ଗଳର ପ୍ରତିଜ୍ଞା କରିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 କାରଣ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଏହି ଲୋକମାନଙ୍କ ଉପରେ ଏହିସବୁ ମହା ଅମଙ୍ଗଳ ଯେପରି ଘଟାଇଅଛୁ, ସେପରି ଆମ୍ଭେ ସେମାନଙ୍କୁ ଯେ ଯେ ମଙ୍ଗଳର ପ୍ରତିଜ୍ଞା କରିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା। Viz kapitolaପବିତ୍ର ବାଇବଲ42 ପୁଣି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ସେମାନଙ୍କ ପ୍ରତି ଯେଉଁପରି ଭାବରେ ମହା ଅମଙ୍ଗଳ ଘଟାଇଅଛୁ, ସେହିପରି ଭାବରେ ସେମାନଙ୍କ ପ୍ରତି ମଙ୍ଗଳ ବିଧାନ କରିବା, ଏହା ଆମ୍ଭେ ପ୍ରତିଜ୍ଞା କରିଅଛୁ। Viz kapitola |